April 02, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

ଦୁଃଖ୍

ଦୁଃଖ୍

ମଲିଫୁଲିଆ ଚେହେରା ଥିନ
ଝରି ପଡୁଥିବାର୍ ହସି ଭିତରେ ବି
ଲୁକି ରହିଥିବା ଦୁଃଖ ର କଲା ବାଦଲ୍ କେ
କିଏ ଦେଖି ପାରସି ।
ମୁହୁ ସିନେ ହସିଥିନ ଖିଲି ପଡୁଥିସି
ହେଲେ ସେ ମନ୍ ଭିତରେ
ଆଖିର୍ ପାଏନ ଡୁବକି ମାରୁଥିସି ।
ଲୋକ୍ କେ ଦେଖି ହସି ଦେଉଥିବାର୍ ମୁହୁନ
କହି ସିନେ ନି ପାରେ କାହାକେ
ମନଟା ତାର ଝୁରି ହେଉଥିସି
ନିଜର୍ ଲୋକକେ ।
ଖୁଜି ବୁଲୁଥିସି ଆଏଖ ଦୁଇଟା
କେନ ମିଲବା ଖୁସିର୍ ଛଏରା
ଅବୁଝା ଇ ମନକେ ତାର୍
କିଏ ବୁଝେଇଦେବା ।
ଏକଲା ଘରେ ଲୁକି କରି
ଗୁମରି ଗୁମରି କାନ୍ଦୁଥିବା
କିହେ ନି ଦେଖୁନ୍ ମୋର୍
ଆଖିର୍ ପାଏନ୍ ବଲି ।
ଦେଖିଦେଲେ କାହାକେ ଆଏଖ ପୁଛି
ଫି କିନା ହସିଦେବା ତାର୍
ଦୁଇଫଲିଆ ଓଠ୍ ନ ।
ମନ ଭିତରେ ଲୁକେଇ ଦେସି
ତାର ଭିତରର୍ କଥା
ନି ଦିଏ କାହାକେ ଜାନି
ଲୁକର ଆଗାଡେ ହସିଦେଇ
ଭିତରେ ଭିତରେ ଖେଲଉଥିସି
ଦୁଃଖର ଲୁକଲୁକାନି ।

ଜୟଶ୍ରୀ ମେହେର

 517 total views,  1 views today

Leave a Reply

Your email address will not be published. Required fields are marked *