January 28, 2023
11 11 11 AM
ନିହାଣ ମୁନରେ ପଥର-ଶୁଭଶ୍ରୀ ସ୍ଵର୍ଣ୍ଣପ୍ରଭା
କଳା ସଂସ୍କୃତିର ବିନ୍ଧାଣି-ସୁଭ୍ରାନ୍ତ ବେହେରା,
ହେ ଶିଳ୍ପୀ-କୁମାର ସୋନୁ
ମୂର୍ତ୍ତି କହେ କଥା-ଜୟଶ୍ରୀ ଖଟୁଆ
ମଉନ ମୂର୍ତ୍ତି-ଶୁଭଶ୍ରୀ ମହାପାତ୍ର
କଳା କୃତି-ସବିତା ପଟ୍ଟନାୟକ
କନ୍ୟା ଭ୍ରୁଣର କ୍ରନ୍ଦନ-ପ୍ରୀତିରଞ୍ଜନ ନାୟକ
बेटी बचाओ बेटी पढ़ाओ-लक्ष्मीप्रिया बेहेरा
ଆମେ କଣ ସତରେ ଅଲୋଡ଼ା-କୁମାର ସୋନୁ
ମୁଁ କନ୍ୟା ଭୃଣ ଟିଏ କହୁଛି-ଜୟଶ୍ରୀ ଖଟୁଆ
ମୋର ଭୁଲ୍ କ’ଣ-ମମତା ବାରିକ୍
କନ୍ୟା ବଞ୍ଚାଅ-ଶୁଭସ୍ମିତା ମହାନ୍ତି
ଏଇ ଯେ ସେ ନାରୀ-ରୁଦ୍ର ନାରାୟଣ ଦାଶ
ଜାରଜ-ମୁକ୍ତିରାଣୀ ଦେବତା
ଆଧୁନିକ ଯୁଗ-ସୁଭ୍ରାନ୍ତ ବେହେରା
ଇଣ୍ଟରନେଟ୍ ଦୁନିଆ-ଜୟଶ୍ରୀ ଖଟୁଆ
ସାମାଜିକ ପରିବର୍ତ୍ତନ-କୁମାର ସୋନୁ
ନୀରବ-ଶୁଭଶ୍ରୀ ସ୍ଵର୍ଣ୍ଣପ୍ରଭା
ଆଜିକାର ଦୁନିଆ-ଲକ୍ଷ୍ମୀପ୍ରିୟା ସେଠୀ
ବଦଳିଛି ସମୟ-ଶୁଭସ୍ମିତା ମହାନ୍ତି
Latest Post
ନିହାଣ ମୁନରେ ପଥର-ଶୁଭଶ୍ରୀ ସ୍ଵର୍ଣ୍ଣପ୍ରଭା କଳା ସଂସ୍କୃତିର ବିନ୍ଧାଣି-ସୁଭ୍ରାନ୍ତ ବେହେରା, ହେ ଶିଳ୍ପୀ-କୁମାର ସୋନୁ ମୂର୍ତ୍ତି କହେ କଥା-ଜୟଶ୍ରୀ ଖଟୁଆ ମଉନ ମୂର୍ତ୍ତି-ଶୁଭଶ୍ରୀ ମହାପାତ୍ର କଳା କୃତି-ସବିତା ପଟ୍ଟନାୟକ କନ୍ୟା ଭ୍ରୁଣର କ୍ରନ୍ଦନ-ପ୍ରୀତିରଞ୍ଜନ ନାୟକ बेटी बचाओ बेटी पढ़ाओ-लक्ष्मीप्रिया बेहेरा ଆମେ କଣ ସତରେ ଅଲୋଡ଼ା-କୁମାର ସୋନୁ ମୁଁ କନ୍ୟା ଭୃଣ ଟିଏ କହୁଛି-ଜୟଶ୍ରୀ ଖଟୁଆ ମୋର ଭୁଲ୍ କ’ଣ-ମମତା ବାରିକ୍ କନ୍ୟା ବଞ୍ଚାଅ-ଶୁଭସ୍ମିତା ମହାନ୍ତି ଏଇ ଯେ ସେ ନାରୀ-ରୁଦ୍ର ନାରାୟଣ ଦାଶ ଜାରଜ-ମୁକ୍ତିରାଣୀ ଦେବତା ଆଧୁନିକ ଯୁଗ-ସୁଭ୍ରାନ୍ତ ବେହେରା ଇଣ୍ଟରନେଟ୍ ଦୁନିଆ-ଜୟଶ୍ରୀ ଖଟୁଆ ସାମାଜିକ ପରିବର୍ତ୍ତନ-କୁମାର ସୋନୁ ନୀରବ-ଶୁଭଶ୍ରୀ ସ୍ଵର୍ଣ୍ଣପ୍ରଭା ଆଜିକାର ଦୁନିଆ-ଲକ୍ଷ୍ମୀପ୍ରିୟା ସେଠୀ ବଦଳିଛି ସମୟ-ଶୁଭସ୍ମିତା ମହାନ୍ତି

ବସନ୍ତ କାଳ

*ବସନ୍ତ କାଳ(ସପ୍ତକ-୦୫)*

ବସନ୍ତେ ଅନଙ୍ଗ ପ୍ରମଦା ଅଙ୍ଗ,
ତନୁ ପାଣ୍ଡୁ ମନ୍ଦ ଆଳସ୍ୟ ସଙ୍ଗ,
କରାଇ ସତତ ଜୃମ୍ଵଣ ମୁଖ,
ସୌନ୍ଦର୍ଯ୍ୟେ କାମୁକ ନୟନ ସୁଖ।
ପ୍ରିୟ ସମାଗମ ପାଇଁ
ଅତ୍ୟନ୍ତ ଉତ୍କଣ୍ଠା ବଶ ହୋଇ ସଦା
ରହିଥାନ୍ତି ଅବା ଚାହିଁ ।।

*💐🎊🎊{ଶବ୍ଦାର୍ଥ-ଅନଙ୍ଗ-କନ୍ଦର୍ପ, ପ୍ରମଦା-ନାରୀ,ଜୃମ୍ଵଣ-ହାଇ/ଆଳସ୍ୟ ହେତୁ ମୁଖ ନିସୃତ ଧ୍ୱନି, ତନୁ-ଶରୀର,ପାଣ୍ଡୁ-ପାଣ୍ଡୁ ବର୍ଣ୍ଣ/ଗୌର ବର୍ଣ୍ଣ}🎊*
💝💝💝💝💝💝💝💝

*✍ମନୋଜ କୁମାର*

 1,495 total views,  9 views today

8 thoughts on “ବସନ୍ତ କାଳ

  1. Howdy! I understand this is kinda off subject but I was pondering should you understood where by I could receive a captcha plugin for my remark sort? I’m using the similar site platform as yours And that i’m getting difficulties acquiring 1? Thanks a great deal!

  2. Hi! If you need to produce case brief for tomorrow, don’t worry and write guys on this website. Believe me, they will make a perfect work.

Leave a Reply

Your email address will not be published. Required fields are marked *