May 29, 2023
11 11 11 AM
ALLUSION OF EVOLUTION – Manoj Kumar Panda 
ALLUSION OF MASOCHISM – Manoj Kumar Panda 
ତିନି ରୂପେ ଏକ କାୟା ଜନନୀ ଭଗିନୀ ଜାୟା – ବିଜୟ କୁମାର ସ୍ବାଇଁ
ମା’ତୁମେ ମମତାର ସାଗର – ଭାସ୍କର ରାଉତ
ହସିବ ପ୍ରକୃତି ରାଣୀ – ତରୁଣ କୁମାର ମିଶ୍ର
ମହାପ୍ରଭୁ ତୁମେ – ବିଜୟ କୁମାର ସ୍ବାଇଁ
ସମୟ ବଡ଼ ବଳବାନ – ଭାସ୍କର ରାଉତ
ଶାନ୍ତି ମିଳୁ ଜୀବନେ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ
କର୍ମ ଭୂଇଁ ଏହୁ – ଅଜିତ କୁମାର ରାଉତ
ସୁନ୍ଦରେ କି ଅଛି ଲାଭ – ଅଜିତ କୁମାର ରାଉତ
ବିଚ୍ଛିନ୍ନାଞ୍ଚଳ ଓଡ଼ିଆ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ 
ଦେଖି ଲାଗେ ଖୁସି – ଶ୍ରୀଯୁକ୍ତ ଅଜିତ କୁମାର ରାଉତ
ନାହଁ ମାତୃଭାଷା ଶିକ୍ଷା – ଅଜିତ କୁମାର ରାଉତ
ଜୀବନ – ନଳିନୀ ପ୍ରଭା ମିଶ୍ର
କାହାକୁ ଚିହ୍ନିବା କେମିତି – ନଳିନୀ ପ୍ରଭା ମିଶ୍ର
ସାଧୁ ସାବଧାନ – ସୌଦାଗର ବିଶ୍ବାଳ
ପ୍ରତୀକ୍ଷାର ତୀରେ – ସୁଜାତା ଦାସ
ପ୍ରଭାତରେ ମୋ ଆଧ୍ୟାତ୍ମିକ କର୍ତ୍ତବ୍ୟ – ଶ୍ରୀ ବଂଶୀଧର ବେହେରା
ମନ ରହିଯାଏ ଲାଖି – ବ୍ରଜେଶ୍ବରୀ ସିଂହ
ପୋକରା ଡାଳ – ନିତ୍ୟାନନ୍ଦ ମହାନ୍ତି
Latest Post
ALLUSION OF EVOLUTION – Manoj Kumar Panda  ALLUSION OF MASOCHISM – Manoj Kumar Panda  ତିନି ରୂପେ ଏକ କାୟା ଜନନୀ ଭଗିନୀ ଜାୟା – ବିଜୟ କୁମାର ସ୍ବାଇଁ ମା’ତୁମେ ମମତାର ସାଗର – ଭାସ୍କର ରାଉତ ହସିବ ପ୍ରକୃତି ରାଣୀ – ତରୁଣ କୁମାର ମିଶ୍ର ମହାପ୍ରଭୁ ତୁମେ – ବିଜୟ କୁମାର ସ୍ବାଇଁ ସମୟ ବଡ଼ ବଳବାନ – ଭାସ୍କର ରାଉତ ଶାନ୍ତି ମିଳୁ ଜୀବନେ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ କର୍ମ ଭୂଇଁ ଏହୁ – ଅଜିତ କୁମାର ରାଉତ ସୁନ୍ଦରେ କି ଅଛି ଲାଭ – ଅଜିତ କୁମାର ରାଉତ ବିଚ୍ଛିନ୍ନାଞ୍ଚଳ ଓଡ଼ିଆ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ  ଦେଖି ଲାଗେ ଖୁସି – ଶ୍ରୀଯୁକ୍ତ ଅଜିତ କୁମାର ରାଉତ ନାହଁ ମାତୃଭାଷା ଶିକ୍ଷା – ଅଜିତ କୁମାର ରାଉତ ଜୀବନ – ନଳିନୀ ପ୍ରଭା ମିଶ୍ର କାହାକୁ ଚିହ୍ନିବା କେମିତି – ନଳିନୀ ପ୍ରଭା ମିଶ୍ର ସାଧୁ ସାବଧାନ – ସୌଦାଗର ବିଶ୍ବାଳ ପ୍ରତୀକ୍ଷାର ତୀରେ – ସୁଜାତା ଦାସ ପ୍ରଭାତରେ ମୋ ଆଧ୍ୟାତ୍ମିକ କର୍ତ୍ତବ୍ୟ – ଶ୍ରୀ ବଂଶୀଧର ବେହେରା ମନ ରହିଯାଏ ଲାଖି – ବ୍ରଜେଶ୍ବରୀ ସିଂହ ପୋକରା ଡାଳ – ନିତ୍ୟାନନ୍ଦ ମହାନ୍ତି

*ଏକକପ୍ କଫି_ସରୋଜ କୁମାର ସାହୁ*

#

#ଏକକପ୍_କଫି_
ଶାନ୍ତ ଅଶାନ୍ତର ବାତାବରଣ ଭିତରେ
ଏକଲା ପଣରେ,ଶୀତୁଆ ସକାଳରେ
ଚାଲି ଚାଲି ପାଦ ଥକି ଗଲା ପରେ
ମନ ଅଟକିଯାଏ ଏକକପ୍ କଫିରେ ।।

ପ୍ରେମାଳାପ କରିବା ବାହାନାରେ
ଅନ୍ତରଙ୍ଗ ମୁହୂର୍ତ୍ତରେ,ମିଳନରେ ବିଛେଦରେ
ଅତିଥି ପହଞ୍ଚିଲେ ଘରେ
ଭାବ ଯୋଡ଼ିହୁଏ ଏକକପ୍ କଫିରେ ।।

କେବେ କେବେ ଅଫିସ୍ ଭିତରେ
କାମକୁ ସଫଳ କରିବାରେ
ବଡ଼ ବଡ଼ ବାବୁଙ୍କ ଇସାରାରେ,
କାମ ହୋଇଯାଏ ଏକକପ୍ କଫିରେ ।।

ସଭିଏଁ ବୁଡ଼ନ୍ତି କଫିର ମଜାରେ
ତାହାର ଆଦର ପ୍ରତି ଘରେ ଘରେ
ଗ୍ରହଣୀୟ ସବୁ ବୟସରେ
ମନ ଶାନ୍ତି ହୁଏ,ଏକ କପ୍ କଫିରେ ।।

ସରୋଜ କୁମାର ସାହୁ
ଲଇକେରା,ଝାରସୁଗୁଡା
Saroj Kumar Sahu
Laikera,Jharasuguda

 1,140 total views,  1 views today

One thought on “*ଏକକପ୍ କଫି_ସରୋଜ କୁମାର ସାହୁ*

  1. Howdy! This is certainly sort of off topic but I need some advice from a longtime web site. Could it be quite challenging to create your individual blog site? I’m not quite techincal but I am able to determine things out very quickly. I’m considering starting my own but I’m unsure exactly where to start out. Do you have got any factors or solutions? Many thanks

Leave a Reply

Your email address will not be published. Required fields are marked *