December 07, 2023
11 11 11 AM
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର*
*ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ*
ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ
*ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ*
“ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ
ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ
ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ
*’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ*
“ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ
ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ
Allusions Of Longing–Manoj Kumar Panda
ALLUSIONS OF PELLUCID–Manoj Kumar Panda
Allusions Of God’s Legacy–Manoj Kumar Panda
ALLUSIONS OF MY ROUTE –Manoj Kumar Panda
ALLUSIONS OF MY CLOSED EYES–Manoj Kumar Panda
ALLUSIONS OF TEARDROPS-Manoj Kumar Panda
ALLUSIONS OF FORTUNE–Manoj Kumar Panda
Our Volunteers For Suryodaya Shanti Soumitri Sammilani -2023
ALLUSIONS OF TENDENCIES – Manoj Kumar Panda
ALLUSIONS OF SHINE- Manoj Kumar Panda 
Latest Post
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର* *ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ* ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ *ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ* “ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ *’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ* “ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ Allusions Of Longing–Manoj Kumar Panda ALLUSIONS OF PELLUCID–Manoj Kumar Panda Allusions Of God’s Legacy–Manoj Kumar Panda ALLUSIONS OF MY ROUTE –Manoj Kumar Panda ALLUSIONS OF MY CLOSED EYES–Manoj Kumar Panda ALLUSIONS OF TEARDROPS-Manoj Kumar Panda ALLUSIONS OF FORTUNE–Manoj Kumar Panda Our Volunteers For Suryodaya Shanti Soumitri Sammilani -2023 ALLUSIONS OF TENDENCIES – Manoj Kumar Panda ALLUSIONS OF SHINE- Manoj Kumar Panda 

*ଏକକପ୍ କଫି_ସରୋଜ କୁମାର ସାହୁ*

#

#ଏକକପ୍_କଫି_
ଶାନ୍ତ ଅଶାନ୍ତର ବାତାବରଣ ଭିତରେ
ଏକଲା ପଣରେ,ଶୀତୁଆ ସକାଳରେ
ଚାଲି ଚାଲି ପାଦ ଥକି ଗଲା ପରେ
ମନ ଅଟକିଯାଏ ଏକକପ୍ କଫିରେ ।।

ପ୍ରେମାଳାପ କରିବା ବାହାନାରେ
ଅନ୍ତରଙ୍ଗ ମୁହୂର୍ତ୍ତରେ,ମିଳନରେ ବିଛେଦରେ
ଅତିଥି ପହଞ୍ଚିଲେ ଘରେ
ଭାବ ଯୋଡ଼ିହୁଏ ଏକକପ୍ କଫିରେ ।।

କେବେ କେବେ ଅଫିସ୍ ଭିତରେ
କାମକୁ ସଫଳ କରିବାରେ
ବଡ଼ ବଡ଼ ବାବୁଙ୍କ ଇସାରାରେ,
କାମ ହୋଇଯାଏ ଏକକପ୍ କଫିରେ ।।

ସଭିଏଁ ବୁଡ଼ନ୍ତି କଫିର ମଜାରେ
ତାହାର ଆଦର ପ୍ରତି ଘରେ ଘରେ
ଗ୍ରହଣୀୟ ସବୁ ବୟସରେ
ମନ ଶାନ୍ତି ହୁଏ,ଏକ କପ୍ କଫିରେ ।।

ସରୋଜ କୁମାର ସାହୁ
ଲଇକେରା,ଝାରସୁଗୁଡା
Saroj Kumar Sahu
Laikera,Jharasuguda

Loading

One thought on “*ଏକକପ୍ କଫି_ସରୋଜ କୁମାର ସାହୁ*

  1. Howdy! This is certainly sort of off topic but I need some advice from a longtime web site. Could it be quite challenging to create your individual blog site? I’m not quite techincal but I am able to determine things out very quickly. I’m considering starting my own but I’m unsure exactly where to start out. Do you have got any factors or solutions? Many thanks

Leave a Reply

Your email address will not be published. Required fields are marked *