September 22, 2023
11 11 11 AM
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
ଗୁରୁ ଏବଂ ଶିକ୍ଷକ ମଧ୍ୟରେ ଅନେକ ଫରକ୍
Latest Post
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ ଗୁରୁ ଏବଂ ଶିକ୍ଷକ ମଧ୍ୟରେ ଅନେକ ଫରକ୍

*ସାହିତ୍ୟ ମାଧ୍ୟମରେ ଅନ୍ତରଙ୍ଗତା — ମମତା ବାରିକ*

🌷ସାହିତ୍ୟ ମାଧ୍ୟମରେ ଅନ୍ତରଙ୍ଗତା🌷

ଝଡାଫୁଲ ପରି ଥିଲା ମୋର ମନ
ଥିଲା କିଛି ଅବଶୋଷ
ଭାବୁ ଭାବୁ ମନେ ହେଲି ମୁଁ ଜାଗ୍ରତ
ସାହିତ୍ୟ ଜଗତେ ଭେଟ।।
ନଥିଲା କଛି ଭିନ୍ନ ପରିଚୟ ମୋର
ନଥିଲେ କେ ଚିହ୍ନାଜଣା
ସାହିତ୍ୟ ଜଗତେ ରଖିଲି ଯେବେ ପାଦ
ହେଲେ ବନ୍ଧୁ ମୋ ବୋହୁତ।।
ଜାଣିଲି ସାହିତ୍ୟ ଜଗତ ମହର୍ତ୍ତ୍ୱ
ପାଇଲି ଶବ୍ଦ ଅନେକ
ଗଢିଲି ମାଳି ଦେଇ ଶବ୍ଦ ଅନେକ
ଲାଗେ ସେ ମତେ ଜୀବନ୍ତ।।
ସାହିତ୍ୟ ପାଲଟିଲା ଜୀବନ ଅଙ୍ଗ
ତା ବିନା ଜୀବନ ବ୍ୟ ଥ
ତା ପଠନେ ଲିଖନେ ମିଳେ ଆନନ୍ଦ
ଜୀବନେ ଭରିଲା ରଙ୍ଗ।।
ଜୀବନେ ଆସିଲା ନୂତନ ମୋଡ
ସାହିତ୍ୟ ର ଏ ମହର୍ତ୍ତ୍ୱ
ସାହିତ୍ୟ ମାଧ୍ୟମରେ ଅନ୍ତରଙ୍ଗତା
ଦେଲା ମତେ ସେ ପୂର୍ଣ୍ଣତା।।
🙏🙏🙏
ମମତା ବାରିକ,ସ୍ଥାନ-ଯାଜପୁର,ବାରବାଟି,ଗ୍ରାମ-ବାମଦେବପୁର,ପିନ୍-755008।

Loading

3 thoughts on “*ସାହିତ୍ୟ ମାଧ୍ୟମରେ ଅନ୍ତରଙ୍ଗତା — ମମତା ବାରିକ*

  1. My brother suggested I may like this blog. He was once entirely right.
    This submit actually made my day. You cann’t imagine simply how so
    much time I had spent for this information! Thanks!

  2. We stumbled over here from a different page and thought I might as well check things out.
    I like what I see so now i’m following you. Look forward to going over your web page repeatedly.

Leave a Reply

Your email address will not be published. Required fields are marked *