October 01, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

*ପାହାନ୍ତି ସପନ–ସୁବାସ ଚନ୍ଦ୍ର ସାହୁ*

* * ପାହାନ୍ତି ସପନ * *
***************************
ପାହାନ୍ତି ରାତିର ପାହାନ୍ତି ସପନ
ପ୍ରିୟାର ପଣତ ତଳେ
ହଜି ମୁଁ ଯାଇଛି ପ୍ରେମର ନିଶାରେ
ମତୁଆଲା ପ୍ରୀତି କୋଳେ ।
ତୁମ ବକ୍ଷ ତଳେ ମୁହଁକୁ ଲୁଚାଇ
ନିରବେ ଖୋଜୁଛି ପ୍ରୀତି
ବେହୋସ ଆଜି ମୁଁ ମାତାଲ ପ୍ରେମିକ
ଜାଳି ଦିଅ ପ୍ରେମ ଜ୍ୟୋତି ।
ପ୍ରେମର ରାଗିଣୀ ପ୍ରେମର ସଙ୍ଗୀତ
ମୂର୍ଚ୍ଚନା ଦିଅ ଗୋ ତୋଳି
ପ୍ରେମର ଅବିର ପ୍ରୀତିର ରଙ୍ଗରେ
ହୃଦୟକୁ ଦିଅ ବୋଳି ।
ସପନ କି ସତ ଜାଣି ମୁଁ ପାରୁନି
ତୁମ ସ୍ଥିତି ଅବସ୍ଥିତି
ସତରେ ତୁମେ କି ନିରବେ ତୋଳୁଛ
ଅଭୁଲା ପ୍ରୀତିର ଗୀତି ।
ପାହାନ୍ତି ସପନ ସତ ହୁଏ ବୋଲି
ଶୁଣିଛି ଅନେକ କଥା
ସପନରେ ନୁହଁ ସତ ରେ ଆସ ଗୋ
ବୁଝିବାକୁ ହୃଦ ବ୍ୟଥା ।

****************************
ସୁବାସ ଚନ୍ଦ୍ର ସାହୁ (ଅଧ୍ୟାପକ)
ପଦ୍ମପୁର,ଜିଲ୍ଲା-ରାୟଗଡା
Subah Chandra sahu

Loading

2 thoughts on “*ପାହାନ୍ତି ସପନ–ସୁବାସ ଚନ୍ଦ୍ର ସାହୁ*

  1. Many thanks a bunch for sharing this with all of us you really determine what you’re talking about! Bookmarked. Kindly also go to my Web page =). We could have a link exchange agreement among us!

  2. I was encouraged this blog through my cousin. I’m not particular regardless of whether this article is created through him as no one else acknowledge such in-depth about my issues. You’re great! Many thanks!

Leave a Reply

Your email address will not be published. Required fields are marked *