October 02, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

*ହେ ବନ୍ଧୁ ମୁଁ ଅଳ୍ପାୟୁ – ନିତ୍ୟାନନ୍ଦ ସିଂହ *

ହେ ବନ୍ଧୁ ମୁଁ ଅଳ୍ପାୟୁ

~~~~~~~~~~

ମୁଁ ଅଳ୍ପାୟୁ ନର ଲାଗେ ଭାରି ଡର

ଅଦିନରେ ଯିବି ମରି ,,

ସେଥି ପାଇଁ ବନ୍ଧୁ ସମସ୍ତଙ୍କ ସହ

ବାନ୍ଧେ ସ୍ନେହ ପ୍ରେମ ଡୋରି …….।।

 

କିଏ ଜାଣେ ବନ୍ଧୁ ଆଗାମୀ କାଲିକୁ

ଥିବି କି ନ ଥିବି ମୁହିଁ ,,

ଦିନମଣି ମୋର କାଲିର ପ୍ରଭାତେ

ଉଇଁବ ନି ମୋ ପାଇଁ ………।।

 

ତୁମେ କେବେ ବନ୍ଧୁ ଚେଷ୍ଟା କରନାହିଁ

ମୋ ହୃଦ ଅନ୍ତର କଥା ,,

ଅଭିମାନ କରି ଦୂରେ ଚାଲିଯାଅ

ମୋ ପ୍ରତି ରାଗ ଅଯଥା ……..।।

 

ଆସି ଅଛି ବନ୍ଧୁ କେଇ ଦିନ ପାଇଁ

କରୁଛି ମୁଁ ଅଭିନୟ ,,

ଜନ୍ତୁପତି ଯେବେ ହାତ ଠାରିଦେଵ

ନେବି ସେ ଦିନ ବିଦାୟ ………।।

 

ଶରୀର ଟି ମୋର ଜୁଇରେ ଜଳିବ

ନ ଥିବ କିଛି ବି ଅଂଶ ,,

ମୋ ସ୍ମୃତି ଭାଳିକି କାନ୍ଦୁଥିବ ବନ୍ଧୁ

ମୁଁ ହେଇ ଯିବି ପାଉଁଶ ………..।।

*****************

ନିତ୍ୟାନନ୍ଦ ସିଂହ

 

Loading

13 thoughts on “*ହେ ବନ୍ଧୁ ମୁଁ ଅଳ୍ପାୟୁ – ନିତ୍ୟାନନ୍ଦ ସିଂହ *

  1. Write more, thats all I have to say. Literally, it seems as though you
    relied on the video to make your point. You definitely know what youre talking about, why
    waste your intelligence on just posting videos to your site
    when you could be giving us something enlightening to read?

Leave a Reply

Your email address will not be published. Required fields are marked *