April 02, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

କବିତା-ମାତୃଭାଷା– ପିଙ୍କୁ ରଣବିଡା

କବିତା-ମାତୃଭାଷା

ସବୁଠାରୁ ଭଲ ମୋ ଭାଷା ଓଡିଆ
ମତେ ଲାଗେ ଭାରି ବଢିଆ
ଓଡିଶା ମାଟିରେ ଜନ୍ମ ହେଇଛି
ମୋ ମାତୃ ଭାଷାକୁ ଗର୍ବ କରୁଛି ।।

ମାଁ ଗର୍ଭରୁ ଜନ୍ମ ହେବା ପରେ
କଥା କହି ଜାଣିଲି ଓଡିଆରେ
କେମିତି ଭୁଲି ପାରିବ କୁହ ତାକୁ
ଯେତେ ପଢିଲେ ଅନ୍ୟ ପାଠକୁ ।।

ମୁର୍ଖ ବୋଲାଇବି ସବୁ ସ୍ଥାନରେ
କହି ନ ପାରିଲେ ଭାଷା ଓଡିଆରେ
କି ଲାଭ ପାଇବି ମାତୃ ଭାଷାକୁ ଭୁଲି
କେମିତି ଦେଇପାରିବି ମାଁ’କୁ ଗାଲି ।।

ଛୋଟ ରୁ ବଡ ହେଇଛି ସେ ମାଁ ପାଇଁ
ଏ ଦୁନିଆଁ ଦେଖିଛି ତାହାରି ପାଇଁ
ଯେତେ ପାଠ ପଢିଲେ ଭି ଭୁଲି ପାରିବି ନାହିଁ
ମୋ ମାତୃ ଭାଷା ଓଡିଆ କୁ ତାହିଁ ।।

ଆସ ମିଳିମିଶି ଓଡିଆ ଭାଷାରେ କହିବା
ଆସ ମିଳିମିଶି ଓଡିଆ ଭାଷାରେ ଲେଖିବା
ଓଡିଆ ଭାଷାର ଅଗ୍ରଗତି ପାଇଁ
ନିଜ କଲମ ମୁନିରୀ ଓଡିଆ ଭାଷାର
ରକ୍ଷା କରିବା ଭଉଣୀ ଭାଇଁ ।।

ନାମ-ପିଙ୍କୁ ରଣବିଡା
ଜିଲ୍ଲା-ସମ୍ବଲପୁର,ଠେମରା

 1,448 total views,  3 views today

Leave a Reply

Your email address will not be published. Required fields are marked *