March 25, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

*ଚେନାଏ ମହକ– ଶ୍ରୀମତୀ ସୁଜାତା ଷଡଙ୍ଗୀ*

💐ଚେନାଏ ମହକ💐
*****************
ତୁମେ ସେଇ ମୋ ଅପାସୋରା
ପଥର ଦୂରନ୍ତ ପଥିକ
ମୁଁ ତୁମ ନିଷ୍କପଟ ଛାୟାର କୁହୁକ
ଥରୁଟିଏ ଛୁଇଁ ଦେଖ ମୋତେ
ମାୟା ନୁହେଁ ଛାୟାଟିଏ ମାତ୍ର
ରୂପାନ୍ତରିତ ସ୍ଥାଣୁ ମୂର୍ତ୍ତିଟିଏ
ଫେରି ଦେଖ ମୁଁ ସେଇ
ଅସ୍ତଗାମି ସୂର୍ଯ୍ୟଙ୍କ ନିଷ୍ପ୍ରଭ ଆଲୋକ
ଅନାହତ ହୃଦ କନ୍ଦରରେ
ପ୍ରତିଧ୍ୱନିର ଶୂନ୍ୟ ଶବ୍ଦଟିଏ
ମୁଁ ସେଇ ତୁମ ପ୍ରତିଟି
ରାତିର ସ୍ୱପ୍ନ
ଯିଏ ସକାଳର ସ୍ନିଗ୍ଧ ଆଲୋକରେ
ଶୂନ୍ୟରେ ଉଭେଇ ଯାଉଥିବା
ଅପ୍ରକାଶ୍ୟ ଅନୁଭବ ମାତ୍ର
ତୁମ ଚଲାପଥରେ ଚହଟି ଉଠୁଥିବା
ଅସ୍ପଷ୍ଟ ଅନ୍ଧକାରର ଚେନାଏ ମହକ।
******************
ଶ୍ରୀମତୀ ସୁଜାତା ଷଡଙ୍ଗୀ
ଭଞ୍ଜନଗର
ଗଞ୍ଜାମ।

 1,469 total views,  1 views today

3 thoughts on “*ଚେନାଏ ମହକ– ଶ୍ରୀମତୀ ସୁଜାତା ଷଡଙ୍ଗୀ*

  1. Thanks on your marvelous posting! I certainly enjoyedreading it, you can be a great author. I will make sureto bookmark your blog and may come back very soon. I want learn how to invest encourage you to continue your great work, have a nice evening!

Leave a Reply

Your email address will not be published. Required fields are marked *