September 29, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

*ଅପେକ୍ଷା ର ମୁହୁର୍ତ୍ତ – ନିର୍ମଳ ବାରିକ*

😕 ଅପେକ୍ଷା ର ମୁହୂର୍ତ୍ତ 😕

___________________

ଉପହାସ କରେ ଆଜି ସମୟ ମୋ ସାଥେ

କି ଦୋଷ ର ନିଏ ପ୍ରତିଶୋଧ,

ଦ୍ରୁତଗତି ତାର ହୋଇଲାକି ଅଚଞ୍ଚଳ

କିବା କେହି କଲା ଗତିରୋଧ l

ଦ୍ରୁତ ହେଉଛି ସ୍ପନ୍ଦନ,

ବିଚଳିତ ମନ,

ଅଟ୍ଟହାସ୍ୟେ ପୁରିଛି ଭବନ ll

ପ୍ରାପ୍ତି ଅପ୍ରାପ୍ତି ର ଆଶଙ୍କା ର ଜାଗରଣ

ମନେ କରେ ଭୟର ସଂଚାର,

କ୍ଷଣକାଳ ମୋତେ ଆଜି ଲାଗେ ଯୁଗ ପରି

ପୃଥିବୀ କି ହେଲା ବ୍ରହ୍ମପୁର l

ନୂତନ ଗନ୍ତବ୍ୟ ପଥ,

ସନ୍ଧାନୀ ମୋ ନେତ୍ର,

ଏକସ୍ଥାନେ ହୋଇଅଛି ସ୍ଥିର ll

ଅପେକ୍ଷା ଅନ୍ତରାଳେ ବୁଡ଼ିଲାକି ଭାବନା

ସର୍ଜୁନି ଆଉ ନୂଆ ସୃଷ୍ଟିର,

କି ଅବା ଶେଷହେଲା କଲମର ମୁନ

ରଚୁନାହିଁ ଔଜଲ୍ୟ ପ୍ରେମର l

ପଞ୍ଚାନ୍ଦ୍ରିୟ ହେଲା ଜଡ଼,

ହୁଏ ହନ୍ତସନ୍ତ,

ତଥାପିବି ହେଉନି ତା ଅନ୍ତ ll

ନାହିଁ କାର ଦୋଷ ଏତ ମୋର ଦୁର୍ବଳତା

ଅତି ଭଲ ପାଇବା ର ଦୋଷ,

ଏକା ଏକା ଲାଗେ ଆଜି ସଂସାରଟା ମୋତେ

ହୋଇ ଯାଏ ମୁଁ ଅଣନିଶ୍ୱାସ l

ଆଉ ହୁଏନି ପ୍ରତୀକ୍ଷା,

ନାଶ ଅପେକ୍ଷା ର,

ଶୀଘ୍ର ଯାଅ ହେ ସମୟ ବୀର ll

ଶୀଘ୍ର ଯାଅ ହେ ସମୟ ବୀର ll
_________________________

ନିର୍ମଳ ବାରିକ

 

Loading

Leave a Reply

Your email address will not be published. Required fields are marked *