September 22, 2023
11 11 11 AM
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
ଗୁରୁ ଏବଂ ଶିକ୍ଷକ ମଧ୍ୟରେ ଅନେକ ଫରକ୍
Latest Post
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ ଗୁରୁ ଏବଂ ଶିକ୍ଷକ ମଧ୍ୟରେ ଅନେକ ଫରକ୍

*ଅତୃପ୍ତା–ଇଂ. ବିଚିତ୍ରାନନ୍ଦ ମୁନୀ*

Il ଅତୃପ୍ତା ll

ଇଂ. ବିଚିତ୍ରାନନ୍ଦ ମୁନୀ

ହୃଦ ରତ୍ନାକରୁ
ପ୍ରେମ ପ୍ରୀତି ଯେତେ
ଚିପୁଡ଼ି ଆର୍ପିଛି କରେ,
ସବୁ ପରା ତୁମ
ଲାଗି ସମର୍ପିତ
ଅନ୍ୟକେ ନାହିଁ ହୃଦରେ ll
ତଥାପି କହୁଛ
ଜମାରୁ ମୁଁ ଭଲ
ପାଉନାହିଁ ଲେଶ ମାତ୍ରେ,
ଆଉ କିଏ ଆସି
ବସା ବାନ୍ଧିଲାଣି
କାଳେ ମୋର ସ୍ୱଚ୍ଛ ଗାତ୍ରେ ll
କୁହ ତୁମେ କେତେ
ଦେବି ମୁଁ ପରୀକ୍ଷା
ଶାନ୍ତି ହେବ ତୁମ ମନ,
ସତରେ ଅତୃପ୍ତା
ଅସନ୍ତୁଷ୍ଣl ତୁମେ
ଅହର୍ନିଶି ଅଭିମାନ ll
କେବଳ ତୁମେହିଁ
ଅଧିକାରିଣୀଗୋ
ଅନ୍ୟର ନାହିଁକା ଗୁପ୍ତେ,
ହସି ଦିଅ ଥରେ
ବିରସ ପ୍ରାଣରେ
ରୁହ ନାହିଁ ଜମା ସୁପ୍ତେ ll

ସମ୍ପାଦକ , ଚନ୍ଦ୍ରିକା
ପିତ୍ତଳ ଗଞ୍ଜାମ

Loading

11 thoughts on “*ଅତୃପ୍ତା–ଇଂ. ବିଚିତ୍ରାନନ୍ଦ ମୁନୀ*

  1. Thank you for another excellent article. Where else could anybody get that kind of information in such a perfect way of writing? I’ve a presentation next week, and I am on the look for such info.

Leave a Reply

Your email address will not be published. Required fields are marked *