March 28, 2024
11 11 11 AM
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର*
*ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ*
ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ
*ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ*
“ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ
ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ
ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ
*’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ*
“ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ
ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ
Allusions Of Longing–Manoj Kumar Panda
ALLUSIONS OF PELLUCID–Manoj Kumar Panda
Allusions Of God’s Legacy–Manoj Kumar Panda
ALLUSIONS OF MY ROUTE –Manoj Kumar Panda
ALLUSIONS OF MY CLOSED EYES–Manoj Kumar Panda
ALLUSIONS OF TEARDROPS-Manoj Kumar Panda
ALLUSIONS OF FORTUNE–Manoj Kumar Panda
Our Volunteers For Suryodaya Shanti Soumitri Sammilani -2023
ALLUSIONS OF TENDENCIES – Manoj Kumar Panda
ALLUSIONS OF SHINE- Manoj Kumar Panda 
Latest Post
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର* *ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ* ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ *ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ* “ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ *’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ* “ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ Allusions Of Longing–Manoj Kumar Panda ALLUSIONS OF PELLUCID–Manoj Kumar Panda Allusions Of God’s Legacy–Manoj Kumar Panda ALLUSIONS OF MY ROUTE –Manoj Kumar Panda ALLUSIONS OF MY CLOSED EYES–Manoj Kumar Panda ALLUSIONS OF TEARDROPS-Manoj Kumar Panda ALLUSIONS OF FORTUNE–Manoj Kumar Panda Our Volunteers For Suryodaya Shanti Soumitri Sammilani -2023 ALLUSIONS OF TENDENCIES – Manoj Kumar Panda ALLUSIONS OF SHINE- Manoj Kumar Panda 

*ଅତୃପ୍ତା–ଇଂ. ବିଚିତ୍ରାନନ୍ଦ ମୁନୀ*

Il ଅତୃପ୍ତା ll

ଇଂ. ବିଚିତ୍ରାନନ୍ଦ ମୁନୀ

ହୃଦ ରତ୍ନାକରୁ
ପ୍ରେମ ପ୍ରୀତି ଯେତେ
ଚିପୁଡ଼ି ଆର୍ପିଛି କରେ,
ସବୁ ପରା ତୁମ
ଲାଗି ସମର୍ପିତ
ଅନ୍ୟକେ ନାହିଁ ହୃଦରେ ll
ତଥାପି କହୁଛ
ଜମାରୁ ମୁଁ ଭଲ
ପାଉନାହିଁ ଲେଶ ମାତ୍ରେ,
ଆଉ କିଏ ଆସି
ବସା ବାନ୍ଧିଲାଣି
କାଳେ ମୋର ସ୍ୱଚ୍ଛ ଗାତ୍ରେ ll
କୁହ ତୁମେ କେତେ
ଦେବି ମୁଁ ପରୀକ୍ଷା
ଶାନ୍ତି ହେବ ତୁମ ମନ,
ସତରେ ଅତୃପ୍ତା
ଅସନ୍ତୁଷ୍ଣl ତୁମେ
ଅହର୍ନିଶି ଅଭିମାନ ll
କେବଳ ତୁମେହିଁ
ଅଧିକାରିଣୀଗୋ
ଅନ୍ୟର ନାହିଁକା ଗୁପ୍ତେ,
ହସି ଦିଅ ଥରେ
ବିରସ ପ୍ରାଣରେ
ରୁହ ନାହିଁ ଜମା ସୁପ୍ତେ ll

ସମ୍ପାଦକ , ଚନ୍ଦ୍ରିକା
ପିତ୍ତଳ ଗଞ୍ଜାମ

Loading

11 thoughts on “*ଅତୃପ୍ତା–ଇଂ. ବିଚିତ୍ରାନନ୍ଦ ମୁନୀ*

  1. Thank you for another excellent article. Where else could anybody get that kind of information in such a perfect way of writing? I’ve a presentation next week, and I am on the look for such info.

Leave a Reply to เว็บ ตรง ไม่ ผ่าน เอเย่นต์ สล็อต Cancel reply

Your email address will not be published. Required fields are marked *