March 20, 2023
11 11 11 AM
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
ଦୁହିତା – ସୀମାଞ୍ଚଳ ପଣ୍ଡା
ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ
ବିଶ୍ବ ମହିଳା ଦିବସ – ଭାସ୍କର ରାଉତ
ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ
କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ
ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ
ନର ରାକ୍ଷାସ-ମମତା ବାରିକ୍
ମରୀଚିକା – ମଧୁସ୍ମିତା ରାଉତ
ଆଖିଏ ସପନ- ଡଃ ପ୍ରିୟମ୍ବଦା ସାମଲ
କବିତା – ଡଃ ପ୍ରିୟମ୍ବଦା ସାମଲ
ସନ୍ଦେଶ ସଂଜୀବନୀ – ନୀହାରିକା ପଣ୍ଡା 
ଫଗୁଣ – ମିନତି ଦାଶ
Latest Post
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ ଦୁହିତା – ସୀମାଞ୍ଚଳ ପଣ୍ଡା ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ ବିଶ୍ବ ମହିଳା ଦିବସ – ଭାସ୍କର ରାଉତ ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ ନର ରାକ୍ଷାସ-ମମତା ବାରିକ୍ ମରୀଚିକା – ମଧୁସ୍ମିତା ରାଉତ ଆଖିଏ ସପନ- ଡଃ ପ୍ରିୟମ୍ବଦା ସାମଲ କବିତା – ଡଃ ପ୍ରିୟମ୍ବଦା ସାମଲ ସନ୍ଦେଶ ସଂଜୀବନୀ – ନୀହାରିକା ପଣ୍ଡା  ଫଗୁଣ – ମିନତି ଦାଶ

*ରାଧା–ଇଂ. ବିଚିତ୍ରାନନ୍ଦ ମୁନୀ*

Il ରାଧା ll

ଇଂ. ବିଚିତ୍ରାନନ୍ଦ ମୁନୀ

ତୁହିତ କହୁଛୁ
ତୋ ଭଲପାଇବା
ସବୁବେଳେ ମୋତେ ରାଧା,
ହେଲେ ଦିନେ କେବେ
କହିନୁ ମୁଁ କେତେ
ଭଲ ପାଏ ପଡି ବନ୍ଧା ll
କହିଥିଲି ଥରେ
ଜବକାଚ ଧରି
ନିରେଖି ଦେଖେ ତୀକ୍ଷ୍ଣରେ
ନହେଲେ ଦିଶିବ
ନାହିଁ ଲେଶମlତ୍ରେ
ଉର୍ଦ୍ଧ୍ଵମୁଖ ଦୃଷ୍ଟି ଭଙ୍ଗୀରେ ll
ତେଣୁ ରାଧା ରାଣୀ
ପଡ଼ନି ଭାଙ୍ଗିତୁ
ଆତ୍ମା ମୁହିଁ ତୋ ହୃଦର,
ହେବିନି ବିଛିନ୍ନ
ତୋ ଠାରୁ କଦାପି
ରହିବି ଜନ୍ମ ଜନ୍ମର ll

ସମ୍ପାଦକ, ଚନ୍ଦ୍ରିକା
ପିତ୍ତଳ , ଗଞ୍ଜାମ

 321 total views,  1 views today

6 thoughts on “*ରାଧା–ଇଂ. ବିଚିତ୍ରାନନ୍ଦ ମୁନୀ*

  1. That is a great tip especially to those fresh to the blogosphere.Brief but very precise info… Thank you for sharing thisone. A must read post!

Leave a Reply

Your email address will not be published. Required fields are marked *