March 20, 2023
11 11 11 AM
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
ଦୁହିତା – ସୀମାଞ୍ଚଳ ପଣ୍ଡା
ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ
ବିଶ୍ବ ମହିଳା ଦିବସ – ଭାସ୍କର ରାଉତ
ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ
କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ
ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ
ନର ରାକ୍ଷାସ-ମମତା ବାରିକ୍
ମରୀଚିକା – ମଧୁସ୍ମିତା ରାଉତ
ଆଖିଏ ସପନ- ଡଃ ପ୍ରିୟମ୍ବଦା ସାମଲ
କବିତା – ଡଃ ପ୍ରିୟମ୍ବଦା ସାମଲ
ସନ୍ଦେଶ ସଂଜୀବନୀ – ନୀହାରିକା ପଣ୍ଡା 
ଫଗୁଣ – ମିନତି ଦାଶ
Latest Post
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ ଦୁହିତା – ସୀମାଞ୍ଚଳ ପଣ୍ଡା ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ ବିଶ୍ବ ମହିଳା ଦିବସ – ଭାସ୍କର ରାଉତ ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ ନର ରାକ୍ଷାସ-ମମତା ବାରିକ୍ ମରୀଚିକା – ମଧୁସ୍ମିତା ରାଉତ ଆଖିଏ ସପନ- ଡଃ ପ୍ରିୟମ୍ବଦା ସାମଲ କବିତା – ଡଃ ପ୍ରିୟମ୍ବଦା ସାମଲ ସନ୍ଦେଶ ସଂଜୀବନୀ – ନୀହାରିକା ପଣ୍ଡା  ଫଗୁଣ – ମିନତି ଦାଶ

*ସଖୀ_ହେ! – ମନୋଜ କୁମାର ପଣ୍ଡା*

#ସଖୀ_ହେ!
#ଇଥିଓପିଆନ_ହାଣେକା_ଶୈଳୀ

ଜୀର୍ଣ୍ଣ ଦେହ ଦେଉଳର ଆଳିମାଳିକା ରେ
ସାଇତି ରଖିଛି ତୁମେ ଦେଇଥିବା ସ୍ମୃତି
ଗୋପନେ ପଢ଼ଇ ତୁମ ହାତ ଲେଖା ଚିଠି।।

ଜୀବନ ଟା ମୋର ମିଛ ହୋଇଯିବା ପରେ
ସଖୀ ହେ! ସପନେ ଦେଖଇ ତୁମକୁ ନିତି
ମରୀଚିକା ଲୋଭେ ଖାଲି ମୁଁ ଜିଇଁଚି ଏଠି।।

ହସରେ ଅବା ଲୁହରେ ଛାତିଏ କୋହରେ
ଗଲାଣିତ କେତେ ଦିବସ ଜାମିନୀ ବିତି
ତୁମେ ଯିବା ପରେ କିଛି ବି ପାରିନି ଜିତି।।

କହିଥିଲ କାନେ ତୁମେ ଅତି ଗୋପନରେ
କରିବାକୁ ପୁଣ୍ୟବ୍ରତ ଗାଇ ଶାନ୍ତି ଗୀତି
ହସି ହସି ପୁଣି କର୍ମ ପଢି ପୁଣ୍ୟ ପୋଥି।।

ହାତ ଛାଡି ତୁମେ ଏବେ ଅଛ କେଉଁଠାରେ
ଫେରିଆସ ତୁମେ ପ୍ରାଣ କରଇ ମିନତୀ
ସବୁ ବାଧା ବିଘ୍ନ ସହିବା ଆମେ ଏକାଠି।।

*ମନୋଜ କୁମାର ପଣ୍ଡା*
*ପ୍ରତିଷ୍ଠାତା ଓ ସମ୍ପାଦକ, ସୂର୍ଯ୍ୟୋଦୟ ଭାଷା ସାହିତ୍ୟ ପ୍ରତିଷ୍ଠାନ*

 158 total views,  1 views today

Leave a Reply

Your email address will not be published. Required fields are marked *