September 22, 2023
11 11 11 AM
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
ଗୁରୁ ଏବଂ ଶିକ୍ଷକ ମଧ୍ୟରେ ଅନେକ ଫରକ୍
Latest Post
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ ଗୁରୁ ଏବଂ ଶିକ୍ଷକ ମଧ୍ୟରେ ଅନେକ ଫରକ୍

*ଦିନେ ତୁମେ ଫେରିବ–ଶ୍ରୀପଦ୍ମନ ରଣା*

#ଦିନେ ତୁମେ ଫେରିବ #

ଶ୍ରୀପଦ୍ମନ ରଣା

ତୁମେ ଗଲା ପରେ…
ଛିନା ଛିନା ମେଘର ମଲ୍ଲାର
ବିଜୁଳିର ଘଡ଼ ଘଡ଼ି ବାଦ୍ୟ
ଅନ୍ତରାଳେ କୋଇଲିର ଗୀତ
ଦୃଶ୍ୟହୀନ ମୟୂରର ନୃତ୍ୟ
ହଜି ଯାଏ ବେଙ୍ଗୁଲୀର କିଙ୍କାରି ଶବଦ ।

ଶ୍ରୀହୀନ ଅଚଳା
ଶୁଖା ଶୁଖା ତା’ପଣତ
ବେସାହାରା ରାସ୍ତା ଦୁବଘାସ
ନିରବ ଝରଣାର ସ୍ରୋତ
ନବ ପଲ୍ଲିବାକୁ ପାଦପ କାତର
ଫୁଲ କସି କାନ୍ଦେ ବାହୁନି ବାହୁନି
ତୁମ ଅପେକ୍ଷାରେ..
ଗ୍ରୀଷ୍ମ ପରେ
ତୁମେ ଦିନେ ଫେରିବା ଆଶାରେ ।

ଦିନେ ତୁମେ ଫେରିବ ,
ଦିଗନ୍ତ ପ୍ରସାରୀ ଶୁଷ୍କ ତରୁ ଲତା
ସବୁଜିମା କ୍ଷେତ ସାଜିବ
ନଦୀନାଳ ସବୁ ଗାଁ ପୋଖରୀ ଟା
ହସିବ, ନିଶ୍ଚେ ବର୍ଷା
ତୁମେ ଦିନେ ଫେରିବ । ।

ଗ୍ରା-ଗୌଡ଼ମାଲ ବ୍ଲକ-ଝାରବନ୍ଧ ଜିଲ୍ଲା -ବରଗଡ଼
ମୋ:ନ-7974856562

Loading

One thought on “*ଦିନେ ତୁମେ ଫେରିବ–ଶ୍ରୀପଦ୍ମନ ରଣା*

Leave a Reply

Your email address will not be published. Required fields are marked *