September 22, 2023
11 11 11 AM
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
ଗୁରୁ ଏବଂ ଶିକ୍ଷକ ମଧ୍ୟରେ ଅନେକ ଫରକ୍
Latest Post
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ ଗୁରୁ ଏବଂ ଶିକ୍ଷକ ମଧ୍ୟରେ ଅନେକ ଫରକ୍

*ଅମୃତର ସୃଷ୍ଟି ଶିଶୁ – ପ୍ରତାପ କିଶୋର ରାଉତ*

ଅମୃତ ର ସୃଷ୍ଟି  ଶିଶୁ

————————

  ପ୍ରତାପ କିଶୋର ରାଉତ

“”””””””””””””””””

ଶିଶୁ ଟିଏ ମୁହିଁ ଏଇ ଧରା ପରେ

ଅମୃତ ର ସୃଷ୍ଟି ଟିଏ

ହୃଦୟ ମୋହର ସ୍ୱଚ୍ଛ ନିରିମଳ

ସପନ ମୁଁ ଦେଖୁ ଥାଏ

ନବୀନ ଉଷାର ଜ୍ୟୋତି

ସମ୍ଭାବନା ମୋର ଅନନ୍ତ ଅସୀମ

ନାହିଁ ମୋ ହୃଦୟେ ଭୀତି ।

 

ତମସା ରେ ମୁହିଁ ଆଶା ର ଆଲୋକ

ବିଶ୍ୱାସ ନବ କଳିକା

ଅନନ୍ତ ସମ୍ଭାର ମୋ ହୃଦୟେ ଲେଖା

ନବୀନ ଉର୍ଜା ଗୀତିକା

ସର୍ଜନା ର ଅଙ୍ଗୀକାର

ବିଧାର ର ଏହି ସୃଷ୍ଟିରେ ମୁହିଁ

ଅମୀୟ ପୂତ ନିର୍ଝର ।

 

ଦୁଃଖ ଦୁର୍ଦ୍ଦଶା କୁ ଦଳି ଦେବି ମୁହିଁ

ଆଣିବି ନବ ଚେତନା

ପ୍ରଜ୍ଞା ର ଆଲୋକ  ବିଛୁରିତ ହେବ

ହେବନି କେ ଆନମନା

ବିଶ୍ୱାସ ଭରଷା ଦେଇ

ଟିକେ ଯଦି ମୋତେ ତୋଳିନେବ କୋଳେ

ସବୁ ଜ୍ୱାଳା ଯିବ ଧୋଇ ।

 

ଅୟୁତ ହସ୍ତ ର ଆଶୀଷ ମଥା ରେ

ମୋ ପାଇଁ ବରସୁ ଥାଉ

ଆହେ ଦୟାମୟ ପରମ ଈଶ୍ୱର

ତଵ ପଡେ ଲୟ ରହୁ

ହୋଇବୁ ଜଗତ ଜିତା

ସବୁ ଅର୍ଗଳି ଭେଦ କରି ବାକୁ

ଆଶୀଷ ପରମ ପିତା ।

—————————–

Loading

Leave a Reply

Your email address will not be published. Required fields are marked *