October 02, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

*ମରିଚିକା – ମନୋଜ କୁମାର ଦାସ*

                  ♣ମରୀଚିକା♣

            ♣ ମନୋଜ କୁମାର ଦାସ♣

ସ୍ବପ୍ନରେ ଭାବିଥିଲି ଯାହା

ପ୍ରତିଫଳନ ହେବ ସାମ୍ନାରେ

ଶୀତୁଆ ପାଗରେ ଧାଇଁ ଧାଇଁ

ଅପେକ୍ଷାର ଅନ୍ତ ଘଟିଲା ନାହିଁ l

କଥା ଦେଇଥିଲ ଭେଟ ପାଇଁ

ଆସିବ ଆସିବ ବୋଲି କହି

ଆସିବାର ତୁମ ନାଁ ଗନ୍ଧ ନାହିଁ

ଅପେକ୍ଷାର ଅନ୍ତ ହୋଇବ କାହିଁ l

ଦୁଃଖରେ ଆଖିରୁ ଝରାଇ ଲୁହ

ତୁମ ବାଟ ଚାହିଁ ବସିଛି ଅନାଇ

ଭଲ ପାଇବାର ମାନେ ବୁଝିଛ

ନିଷ୍ଠୁର ହେଉଛ କେଉଁଥିପାଇଁ l

କେମିତି ଭୁଲିବି ତୁମକୁ ମୁହିଁ

ପିଲାଟି ଦିନରୁ ସାଥିହୋଇଛେ

ଧୂଳି ବାଲିଘର ଖେଳଖେଳିଛେ

କେମିତି ଭୁଲିବ କାହାକୁ କିଏ l

ତୁମେ ଯାଇଛଯେ ଯାଇଛ ଚାଲି

ଫେରିବାର ସୁରାକ ମିଳୁନାହିଁ

ତୁମ ଭଲପାଇବାଟା ହିଁ ଥିଲା

ମରୀଚିକା ପଛରେ ଦୌଡିବା l

***********************

ମନୋଜ କୁମାର ଦାସ

 

Loading

Leave a Reply

Your email address will not be published. Required fields are marked *