March 25, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

*ଜୀବନ ଦୋଳି-ହରିହର ଭୂକ୍ତା*

ଜୀବନ ଦୋଳି

ଜୀବନର ଦୋଳି ଅଦୃଶ୍ୟ ଜୀବନେ
ଅନୁଭବ ହୁଏ ମାତ୍ର
ଦୋଳିର ଏ’ ଡୋରୀ ବିଧାତା ହାତରେ
ସଞ୍ଚାରିତ ଯେ’ ସର୍ବତ୍ର ।

ଯେହ୍ନେ ମିନ ଜଳେ ବିଚରେ ସର୍ବତ୍ର
ଜାଲ ରୂପେ ଏ’ ସଂସାର
କୈବର୍ତ୍ତ ରୂପରେ ପ୍ରଭୁ ନାରାୟଣ
ସଂସାରୁ କରେ ଉଦ୍ଧାର ।

ମିନ ସମ ଆମ୍ଭେ ବସିଛେ ଦୋଳିରେ
ସମୀରେ ଖେଳନ୍ତି ଖେଳ
ବିଧାତା ପୁରୁଷ ଇଙ୍ଗିତେ ଝୁଲୁଛି
ଦିନେ ତ’ ପୂରିବ କାଳ ।

ଆପଣା କରମ ସତ୍ୟ,ଧର୍ମ ପଥେ
ଜୀବନ ଦୋଳିକୁ ଆଶ୍ରା
ପ୍ରଭୁ ନାମ ଧରି ଦାନ ,ପୂଣ୍ୟ କର୍ମେ
ମେଣ୍ଟିବ ଜୀବନ ତୃଷ୍ଣା ।

ହରିହର ଭୂକ୍ତା,
ରାକସ
ତାଳଚେର,
ଅନୁଗୋଳ
ଦୂରାଭାଷନଂ-୮୯୧୭୬୩୬୪୨୨

 326 total views,  1 views today

Leave a Reply

Your email address will not be published. Required fields are marked *