January 28, 2023
11 11 11 AM
ନିହାଣ ମୁନରେ ପଥର-ଶୁଭଶ୍ରୀ ସ୍ଵର୍ଣ୍ଣପ୍ରଭା
କଳା ସଂସ୍କୃତିର ବିନ୍ଧାଣି-ସୁଭ୍ରାନ୍ତ ବେହେରା,
ହେ ଶିଳ୍ପୀ-କୁମାର ସୋନୁ
ମୂର୍ତ୍ତି କହେ କଥା-ଜୟଶ୍ରୀ ଖଟୁଆ
ମଉନ ମୂର୍ତ୍ତି-ଶୁଭଶ୍ରୀ ମହାପାତ୍ର
କଳା କୃତି-ସବିତା ପଟ୍ଟନାୟକ
କନ୍ୟା ଭ୍ରୁଣର କ୍ରନ୍ଦନ-ପ୍ରୀତିରଞ୍ଜନ ନାୟକ
बेटी बचाओ बेटी पढ़ाओ-लक्ष्मीप्रिया बेहेरा
ଆମେ କଣ ସତରେ ଅଲୋଡ଼ା-କୁମାର ସୋନୁ
ମୁଁ କନ୍ୟା ଭୃଣ ଟିଏ କହୁଛି-ଜୟଶ୍ରୀ ଖଟୁଆ
ମୋର ଭୁଲ୍ କ’ଣ-ମମତା ବାରିକ୍
କନ୍ୟା ବଞ୍ଚାଅ-ଶୁଭସ୍ମିତା ମହାନ୍ତି
ଏଇ ଯେ ସେ ନାରୀ-ରୁଦ୍ର ନାରାୟଣ ଦାଶ
ଜାରଜ-ମୁକ୍ତିରାଣୀ ଦେବତା
ଆଧୁନିକ ଯୁଗ-ସୁଭ୍ରାନ୍ତ ବେହେରା
ଇଣ୍ଟରନେଟ୍ ଦୁନିଆ-ଜୟଶ୍ରୀ ଖଟୁଆ
ସାମାଜିକ ପରିବର୍ତ୍ତନ-କୁମାର ସୋନୁ
ନୀରବ-ଶୁଭଶ୍ରୀ ସ୍ଵର୍ଣ୍ଣପ୍ରଭା
ଆଜିକାର ଦୁନିଆ-ଲକ୍ଷ୍ମୀପ୍ରିୟା ସେଠୀ
ବଦଳିଛି ସମୟ-ଶୁଭସ୍ମିତା ମହାନ୍ତି
Latest Post
ନିହାଣ ମୁନରେ ପଥର-ଶୁଭଶ୍ରୀ ସ୍ଵର୍ଣ୍ଣପ୍ରଭା କଳା ସଂସ୍କୃତିର ବିନ୍ଧାଣି-ସୁଭ୍ରାନ୍ତ ବେହେରା, ହେ ଶିଳ୍ପୀ-କୁମାର ସୋନୁ ମୂର୍ତ୍ତି କହେ କଥା-ଜୟଶ୍ରୀ ଖଟୁଆ ମଉନ ମୂର୍ତ୍ତି-ଶୁଭଶ୍ରୀ ମହାପାତ୍ର କଳା କୃତି-ସବିତା ପଟ୍ଟନାୟକ କନ୍ୟା ଭ୍ରୁଣର କ୍ରନ୍ଦନ-ପ୍ରୀତିରଞ୍ଜନ ନାୟକ बेटी बचाओ बेटी पढ़ाओ-लक्ष्मीप्रिया बेहेरा ଆମେ କଣ ସତରେ ଅଲୋଡ଼ା-କୁମାର ସୋନୁ ମୁଁ କନ୍ୟା ଭୃଣ ଟିଏ କହୁଛି-ଜୟଶ୍ରୀ ଖଟୁଆ ମୋର ଭୁଲ୍ କ’ଣ-ମମତା ବାରିକ୍ କନ୍ୟା ବଞ୍ଚାଅ-ଶୁଭସ୍ମିତା ମହାନ୍ତି ଏଇ ଯେ ସେ ନାରୀ-ରୁଦ୍ର ନାରାୟଣ ଦାଶ ଜାରଜ-ମୁକ୍ତିରାଣୀ ଦେବତା ଆଧୁନିକ ଯୁଗ-ସୁଭ୍ରାନ୍ତ ବେହେରା ଇଣ୍ଟରନେଟ୍ ଦୁନିଆ-ଜୟଶ୍ରୀ ଖଟୁଆ ସାମାଜିକ ପରିବର୍ତ୍ତନ-କୁମାର ସୋନୁ ନୀରବ-ଶୁଭଶ୍ରୀ ସ୍ଵର୍ଣ୍ଣପ୍ରଭା ଆଜିକାର ଦୁନିଆ-ଲକ୍ଷ୍ମୀପ୍ରିୟା ସେଠୀ ବଦଳିଛି ସମୟ-ଶୁଭସ୍ମିତା ମହାନ୍ତି

ଆମେ ଓଡ଼ିଆ – ରୀତା ଅପରlଜିତା ମହାନ୍ତି

ଆମେ ଓଡ଼ିଆ

ମୋ ମାତୃଭାଷା ସବୁଠାରୁ ବଢିଆ
ଆମେ ଓଡ଼ିଆ
ସେଇ ଭାଷା ଲାଗେ ମତେ ସବୁଠାରୁ ବଢିଆ
ମା ର କୋଳ ମତେ ଲାଗେ ଯେମିତି ଭଲ
ସେମିତି ମିଠା ମୋ ମା ର ଭାଷା
ଏଠି ବାର ମାସରେ ହୁଏ ତେର ପର୍ବ
ରଜ ସାବିତ୍ରୀ କୁଆଁର ପୁନେଇ
ପ୍ରଥମା ଅଷ୍ଟମୀ ପର୍ବ
ଯେପରି ନିଆରା
ସେ ପର୍ବର ପିଠାପଣା ବି ନିଆରା
ରଜର ପୋଡ଼ ପିଠା ର ମଜା ବଡ଼ ବଢିଆ
ପ୍ରଥମା ଅଷ୍ଟମୀର ହଳଦୀ ପତ୍ର ପିଠା
ମଜା ପାଇଛି ସେ ଜାଣିଛି
ଆମ ପ୍ରଭୁ ଜଗନ୍ନାଥ
ସାରା ଜଗତର ପ୍ରଭୁ
ଆମେ ଓଡ଼ିଆ ସବୁଠାରୁ ବଢିଆ
💐💐💐💐💐💐💐

ରୀତା ଅପରlଜିତା ମହାନ୍ତି
ଭୁବନେଶ୍ୱର -୨୧

 1,598 total views,  1 views today

Leave a Reply

Your email address will not be published. Required fields are marked *