April 02, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

ବସନ୍ତ ର ଅଭିଷେକ — ଶ୍ରୀସିକ୍ତା ଶୁଭଦର୍ଶିନୀ ନାୟକ

ବସନ୍ତ ର ଅଭିଷେକ
******❣️*******
ମନ୍ଦ୍ର ମଳୟ ର ମଧୁର ସ୍ପର୍ଶ ରେ
ବସନ୍ତ ଗୋ ତୁମେ ଆସ
ପୁଷ୍ପ ର ସମ୍ଭାର, ସ୍ୱପନ ଅସାର
ସତେ ଶିଶୁ ଓଠେ ମିଠା ହସ !

ଅତୁଟ ବନ୍ଧନ ପ୍ରକୃତି ର ସାଥେ
କୋକିଳ ର ମିଠା କୁହୁ ତାନ
ମଳୟ ପବନେ ହୁଏ ଆନମନା
ଗ୍ରାମ୍ୟ ଯୁବତୀ ର କୁଆଁରୀ ମନ

ଜାତି ଜାତି ଫୁଲ ବନେ ଉପବନେ
ମର୍ତ୍ତ୍ୟ ରେ ଭରେ ମାଧୁରୀ
ଧରଣୀ ରାଣୀ ର ଅପରୂପ ଶୋଭା
ପଥେ କ୍ରୀଡା କରେ ଶିଶୁ ବତ୍ସତରୀ

ବସନ୍ତ ସମର୍ପେ ସୌନ୍ଦର୍ଯ୍ୟ ର ଘୃତ
ବର୍ଣ୍ଣବିଭା ପ୍ରକୃତି ର ଯଜ୍ଞ ବକ୍ଷେ
କୋକିଳ ଗାଏ କୁହୁତାନ ମନ୍ତ୍ର
ସ୍ୱର୍ଗୁ ବର୍ଷା ହୁଏ ପୁଷ୍ପ ଲକ୍ଷେ ଲକ୍ଷେ

ମନ୍ଦ୍ର ମଳୟ ର ମିଠା ଅନୁଭବ
ଭରଇ ରୋମାଞ୍ଚ, ଶିହରାଏ ତନୁ, ମନ
ପ୍ରକୃତି ର ବକ୍ଷ କରି ଅଭିଷେକ
ବସନ୍ତ ହୁଅଇ କାଳ ବକ୍ଷେ ଲୀନ

✍️ଶ୍ରୀସିକ୍ତା ଶୁଭଦର୍ଶିନୀ ନାୟକ
ଜଗତସିଂହପୁର

 862 total views,  1 views today

Leave a Reply

Your email address will not be published. Required fields are marked *