March 29, 2024
11 11 11 AM
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର*
*ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ*
ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ
*ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ*
“ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ
ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ
ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ
*’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ*
“ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ
ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ
Allusions Of Longing–Manoj Kumar Panda
ALLUSIONS OF PELLUCID–Manoj Kumar Panda
Allusions Of God’s Legacy–Manoj Kumar Panda
ALLUSIONS OF MY ROUTE –Manoj Kumar Panda
ALLUSIONS OF MY CLOSED EYES–Manoj Kumar Panda
ALLUSIONS OF TEARDROPS-Manoj Kumar Panda
ALLUSIONS OF FORTUNE–Manoj Kumar Panda
Our Volunteers For Suryodaya Shanti Soumitri Sammilani -2023
ALLUSIONS OF TENDENCIES – Manoj Kumar Panda
ALLUSIONS OF SHINE- Manoj Kumar Panda 
Latest Post
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର* *ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ* ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ *ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ* “ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ *’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ* “ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ Allusions Of Longing–Manoj Kumar Panda ALLUSIONS OF PELLUCID–Manoj Kumar Panda Allusions Of God’s Legacy–Manoj Kumar Panda ALLUSIONS OF MY ROUTE –Manoj Kumar Panda ALLUSIONS OF MY CLOSED EYES–Manoj Kumar Panda ALLUSIONS OF TEARDROPS-Manoj Kumar Panda ALLUSIONS OF FORTUNE–Manoj Kumar Panda Our Volunteers For Suryodaya Shanti Soumitri Sammilani -2023 ALLUSIONS OF TENDENCIES – Manoj Kumar Panda ALLUSIONS OF SHINE- Manoj Kumar Panda 

*ମାନବିକତା–ସନ୍ତୋଷ କୁମାର ଅଟି*

“##ମାନବିକତା

ହାଟରେ ମିଳୁଛି ହଜାରେ ସଉଦା
ପୂଣ୍ୟ ତ ମିଳୁନି ଖାଲି ,
ପାପ କିଣାବିକା ଶୂନ୍ୟତା ବାହାନା
କାମନା ନିଶାରେ ଭୁଲି ।।
ସାଇତା ବିବେକ ବନ୍ଧା ପଡୁଅଛି
ସ୍ୱାର୍ଥର ବାସନା ତଳେ ,
ଅନ୍ୟାୟେ ଲୋଟିବା ସାହାରା ସାଜିଛି
ଅଭିମାନ ନିତି ଜଳେ ।।
ଦୂରେଇ ଯାଇଛି ମଣିଷ ପଣିଆ
ଇପସିତ ଅବଶୋଷ ,
ଅର୍ଥକୁ ପିପାସା କରି ଉପଚାର
ପର ସୁଖେ ପରିହାସ ।।
ମାନବିକତା ହଜି ଯାଏ ମନରୁ
ନାହିଁ ଭାବ ପ୍ରବଣତା ,
ଅଶାନ୍ତ ଜୁଇରେ ମନକୁ ଜାଳୁଛି
ଦୟା କ୍ଷମା ହୁଏ ହତ୍ୟା ।।

ସନ୍ତୋଷ କୁମାର ଅଟି

Santosh Kumar Atti
At_Kasada , Bonaigarh
Dist_Sundargarh
Pin_770051
Ph_8144232127
WhatsApp _
9439436224

Loading

14 thoughts on “*ମାନବିକତା–ସନ୍ତୋଷ କୁମାର ଅଟି*

  1. An interesting discussion is value comment. I think that you should write extra on this subject, it won’t be a taboo subject but usually persons are not sufficient to speak on such topics. To the next. Cheers

  2. A motivating discussion is worth comment. I believe that you should publish more on this subject matter, it might not be a taboo matter but generally people do not talk about these topics. To the next! Cheers!!

  3. Right now it seems like WordPress is the top blogging platform available right now.(from what I’ve read) Is that what you’re using on your blog?

Leave a Reply to Hells Kitchen Cancel reply

Your email address will not be published. Required fields are marked *