March 21, 2023
11 11 11 AM
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
ଦୁହିତା – ସୀମାଞ୍ଚଳ ପଣ୍ଡା
ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ
ବିଶ୍ବ ମହିଳା ଦିବସ – ଭାସ୍କର ରାଉତ
ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ
କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ
ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ
ନର ରାକ୍ଷାସ-ମମତା ବାରିକ୍
ମରୀଚିକା – ମଧୁସ୍ମିତା ରାଉତ
Latest Post
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ ଦୁହିତା – ସୀମାଞ୍ଚଳ ପଣ୍ଡା ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ ବିଶ୍ବ ମହିଳା ଦିବସ – ଭାସ୍କର ରାଉତ ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ ନର ରାକ୍ଷାସ-ମମତା ବାରିକ୍ ମରୀଚିକା – ମଧୁସ୍ମିତା ରାଉତ

ବୋଉ

ବୋଉ

ବୋଉ…
ତୋ କଥା ଭାରି ମନେ ପଡେ
ଶ୍ରାବଣୀ ର ବର୍ଷା ରାତି
ନିରୋଳା ପ୍ରହରେ..
ଅନ୍ଧକାର ଦାଉସାଧି
ଫେରି ଯାଏ ଥାଏ ଯେବେ
ତୋ ପଣତ ତଳେ….
ନିର୍ଭିକ ପୁରୁଷ ଟେ
ମୋ ଭିତରେ ଶୋଇ ଯାଏ
ତୋ ଅଭୟ କୋଳେ….

ଆଉ….
ତୁ ବି ମନେ ପଡ଼ୁ ମୋର
ଶୀତ ସକାଳ ର
ଅଳସ ଖରାରେ…
ଲୁହ ମିଶା ଓଦା ଓଦା
କାକର ଟୋପା ରେ
ସେ ଖରା ବି ହାରମାନେ
ତୋ ଉଷୁମ ବୁକୁର
ଗଭୀରତା ମାପୁଥିବା
ବେଳେ……..

ପୁଣି…..
ମନେ ପଡ଼ୁ ମୋର
ଗ୍ରୀଷ୍ମ ର ମୁହଁ ସଂଜ ବେଳେ
ରଜନୀ ଗନ୍ଧାର ବାସ୍ନା
ପବନ ରେ ଲୁଚକାଳି
ଖେଳୁଥିବା ବେଳେ….
ସେ ସୁବାସିତ ବାସ୍ନା
କିଂନ୍ତୁ କିଛି ନୁହେଁ
ତୋ ମମତା ର
ବାସ୍ନା ତୁଳନା ରେ…

ଇନ୍ଦୁପ୍ରଭା ବିଶ୍ୱାଳ
ଜଗତସିଂହପୁର

 339 total views,  1 views today

2 thoughts on “ବୋଉ

  1. Your style is unique compared to
    other people I have read stuff from.
    I
    appreciate you for posting when you’ve got the opportunity,
    Guess I’ll just book mark this blog.

Leave a Reply

Your email address will not be published. Required fields are marked *