September 24, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

*ଭସା ମେଘ–ଅଞ୍ଜଳି ଗିରି*

ଭସା ମେଘ
ରାଗ : ରସକୁଲ୍ୟା
——————————
ମେଦୁର ମୁଦିର କୁଜ୍ଝଟି କାୟା,
ମେଚକ ବଳକ୍ଷ କୁହେଳି ମାୟା,
ମାରୁତ ସଙ୍ଗତେ ନୀଳ ଗଗନେ,
ମୁରୁଜ ଆଙ୍କିଣ ଉଡଇ ଘନେ ..ସେ
ମୋହିତ କରଇ ସର୍ବେ..ହେ
ମଞ୍ଜୁଳ ବଦନ ମୃଦୁଳ ଶୋଭନ
ମୃଷା ଆଶା ଦେଇ ଭବେ .. ହେ ।।

ମଦିର ଅଧିର ଶୀକର ହୀନ
ମତ୍ତ ମସ୍କର ସେ ନୀର ବିହୀନ
ମହ୍ଲାର ଗାଏନା ଝରା ବାରିଦ
ମୁଖରିତ ନୋହି ଚପଳା ଶବ୍ଦ ..ସେ
ମଉଳା ମଧୁଜା ଆଶା ..ହେ
ମୃଗତୃଷ୍ନିକା ସେ ତଟିନୀ ନିରାଶେ
ମୋଷଣ ମନ ଭରସା ..ହେ ।

ମାନସେ ଜଗାଏ ମୃଷା ମନାସ
ମହାକାଳ ଫଳ ବଢାଏ ଶୋଷ
ମହାଭାଗ ପଦ ନାହିଁ କପାଳେ
ମେଘାଗମ ବାର୍ତ୍ତା ନଦିଏ କାଳେ ..ସେ
ମତୁଆଲା ଯାଯାବର ..ହେ
ମହୀଧର ଛୁଇଁ ମହୀରୁହେ କହି
କଟାକ୍ଷ କିମ୍ପାଇଁ କର ..ହେ ।।

ଅଞ୍ଜଳି ଗିରି
ବାଙ୍ଗାଲୋର
Anjali Giri
Bangalore
*****

Loading

13 thoughts on “*ଭସା ମେଘ–ଅଞ୍ଜଳି ଗିରି*

  1. Can I simply just say what a relief to find a person that actually knows
    what they are talking about on the web. You actually understand how to bring an issue
    to light and make it important. A lot more people must read this and understand this side of the
    story. I was surprised you aren’t more popular because you definitely
    possess the gift.

    Look into my homepage: tracfone coupon

  2. I need to to thank you for this wonderful read!! I absolutely loved every bit of it. I have got you saved as a favorite to check out new stuff you postÖ

Leave a Reply

Your email address will not be published. Required fields are marked *