September 29, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

*ମହାଷ୍ଟମୀ ପୂଜା  – ଡ. ପ୍ରିୟମ୍ବଦା ସାମଲ*

*ମହାଷ୍ଟମୀ ପୂଜା*

ଡ. ପ୍ରିୟମ୍ବଦା ସାମଲ

*****************************

ଶରତ ଆକାଶ ନିର୍ମଳ ଶୋଭାରେ

ହସି ଉଠେ ଗାଁ ପଲ୍ଲୀ ସହର

କାଶତଣ୍ଡୀ ହସି ଚାମର ବିଞ୍ଚଇ

ଶୋଭେ ମାଳା ଗଙ୍ଗଶିଉଳୀର।

ଅପୂର୍ବ ଶୋଭାରେ ସୁଶୋଭିତ ମହୀ

ଆଲୋକ ସଜ୍ଜିତ ରୋଷଣୀରେ

ପାଂଚଦିନ ହେବ ମାଆଙ୍କର ପୂଜା

ପ୍ରକୃତିମା’ ନୃତ୍ୟେ ଅବତରେ।

ଷଷ୍ଠୀ ଦିନଠାରୁ ଚକ୍ଷୁ ରୋପଣ ଯେ

ସପ୍ତମୀରେ ମହାସ୍ନାନ ପୂଜା

ମହାଗୌରୀ ପୂଜା ମହାଷ୍ଟମୀ ଦିନ

ଶୋଭେ ଶ୍ୱେତବସ୍ତ୍ରେ ଜଗଦମ୍ବା।

ବିଦ୍ଯାଦାତ୍ରୀ ସରସ୍ବତୀ ରୂପେ ମାଗୋ ଜ୍ଞାନାଲୋକ କରୁଛ ପ୍ରଦାନ

ଅଷ୍ଟମୀର ଶେଷେ ନବମୀ ଆସଇ

ସନ୍ଧିପୂଜା ସବୁଠୁ ମହାନ।

ପାପତାପ ନାଶି ଏ ଧରା ଧାମରେ

ବିଜେ କରିଅଛ କଲ୍ଯାଣଦାୟୀ

ଘେନାକର ଭକ୍ତିର ନୈବେଦ୍ଯ

ଆଶିଷ ଦିଅ ମଙ୍ଗଳମୟୀ।

 

ଡ. ପ୍ରିୟମ୍ବଦା ସାମଲ

Loading

5 thoughts on “*ମହାଷ୍ଟମୀ ପୂଜା  – ଡ. ପ୍ରିୟମ୍ବଦା ସାମଲ*

  1. I do believe all of the ideas you have offered to your post. They’re really convincing and can certainly work. Still, the posts are very short for novices. May you please lengthen them a bit from subsequent time? Thank you for the post.

  2. Excellent post. I was checking continuously this blog and I am impressed! Extremely useful info particularly the last part I care for such information a lot. I was seeking this certain info for a long time. Thank you and good luck.

Leave a Reply

Your email address will not be published. Required fields are marked *