September 29, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

*ଗୁରୁଦେବ – ଜିତେନ୍ଦ୍ର ଗିରି*

ଗୁରୁଦେବ

 

ଜିତେନ୍ଦ୍ର ଗିରି

*************************

ହେ ଗୁରୁଦେବ ମୁଁ ଖୋଜେ ତୁମ୍ଭ ପାଦ
ରଖିବାକୁ ଲୟ ମୋର
ତୁମ୍ଭ ପାଦଦ୍ବୟ ମୋ ପାଇଁ ସରଗ
ଠିକଣା ସେ ତ ଅମୃତର।

ତୁମ୍ଭ କୃପା ବିନା ଶୂନ୍ୟ ଏ ଜୀବନ
ବେସୁରା ଜୀବନ ଗୀତ
କୃପା ତୁମ୍ଭ ହେଲେ ଆହେ ଗୁରୁଦେବ
ମୁକ ମୁଖେ ଶୁଭେ ସଙ୍ଗୀତ।

ଆଜ୍ଞାନ ଅନ୍ଧାର ଦୁରକରି ତୁମ୍ଭେ
ଜ୍ଞାନର ଆଲୋକ ଦେଖାଅ
ପଥ ହୁଡ଼ିଗଲେ ଆହେ ଗୁରୁଦେବ
ସୁପଥ ଟି ତୁମ୍ଭେ ଦେଖାଅ।

ତୁମ୍ଭ ଶିକ୍ଷା ଦୀକ୍ଷା କୁସଂସ୍କାର ନାଶକ
କଥାଟି ନିରାଟ ସତ
ଆହେ ଗୁରୁଦେବ ତୁମ୍ଭେ ମଙ୍ଗଳ କାରକ
ଜାଣିଛି ସାରା ଜଗତ।

ତୁମ୍ଭ ଦିବ୍ୟଜ୍ଞାନ ଅମୃତ ସମାନ
ଆମକୁ ଜୀଇଁବା ଶିଖାଏ
ଆହେ ଗୁରୁଦେବ ତବ କୃପା ହେଲେ
ଆମ୍ଭ ଜୀବନ ସାର୍ଥକ ହୁଏ।

ତୁମ୍ଭ ପାଦ ପଦ୍ମେ ସଦା ରହୁ ମନ
ଏତିକି ମାଗୁଣି ମୋର
ଆହେ ଗୁରୁଦେବ ଦିଅ ହେ ଆଶିଷ
ମୁଁ ଯୋଡୁଅଛି ବେନି କର।

ଜିତେନ୍ଦ୍ର ଗିରି

Loading

One thought on “*ଗୁରୁଦେବ – ଜିତେନ୍ଦ୍ର ଗିରି*

  1. Hi! This put up couldn’t be composed any better! Reading this put up jogs my memory of my previous place mate! He generally saved talking about this. I’ll forward this publish to him. Relatively sure he could have a good read. Many thanks for sharing!

Leave a Reply

Your email address will not be published. Required fields are marked *