March 20, 2023
11 11 11 AM
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
ଦୁହିତା – ସୀମାଞ୍ଚଳ ପଣ୍ଡା
ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ
ବିଶ୍ବ ମହିଳା ଦିବସ – ଭାସ୍କର ରାଉତ
ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ
କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ
ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ
ନର ରାକ୍ଷାସ-ମମତା ବାରିକ୍
ମରୀଚିକା – ମଧୁସ୍ମିତା ରାଉତ
ଆଖିଏ ସପନ- ଡଃ ପ୍ରିୟମ୍ବଦା ସାମଲ
କବିତା – ଡଃ ପ୍ରିୟମ୍ବଦା ସାମଲ
ସନ୍ଦେଶ ସଂଜୀବନୀ – ନୀହାରିକା ପଣ୍ଡା 
ଫଗୁଣ – ମିନତି ଦାଶ
Latest Post
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ ଦୁହିତା – ସୀମାଞ୍ଚଳ ପଣ୍ଡା ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ ବିଶ୍ବ ମହିଳା ଦିବସ – ଭାସ୍କର ରାଉତ ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ ନର ରାକ୍ଷାସ-ମମତା ବାରିକ୍ ମରୀଚିକା – ମଧୁସ୍ମିତା ରାଉତ ଆଖିଏ ସପନ- ଡଃ ପ୍ରିୟମ୍ବଦା ସାମଲ କବିତା – ଡଃ ପ୍ରିୟମ୍ବଦା ସାମଲ ସନ୍ଦେଶ ସଂଜୀବନୀ – ନୀହାରିକା ପଣ୍ଡା  ଫଗୁଣ – ମିନତି ଦାଶ

*ଚାଷୀ – ଜ୍ୟୋତ୍ସ୍ନା ମଞ୍ଜରୀ ସାମନ୍ତ*

* ଚାଷୀ *

ଜ୍ୟୋତ୍ସ୍ନା ମଞ୍ଜରୀ ସାମନ୍ତ

************************

ଚାଷୀ ପରି କିଏ ହେବରେ ଭାଇ

ଚାଷୀ ପରି କିଏ ହେବ

ଦୁନିଆ ଲୋକଙ୍କ ପେଟ ପୋଷିବାକୁ

(ନିଜ)ରକତ ନିଗାଡ଼ି ଦେବ…!!

 

ଧନୀ ଗରିବଙ୍କ ଅନ୍ନଦାତା ସିଏ

ଦେବତା ସଂଗେ ସମାନ..

ହତାଦର ତାକୁ କରେ ଏ ଦୁନିଆ

ଦିଏ ନାହିଁ ସନମାନ…!!

 

ଦିନରାତି ଏକା କ୍ଷେତ ରେ ଖଟି ସେ

ସୁନାର ଫସଲ ଫଳାଏ..

କି ଖରା କି ବର୍ଷା ତାଡନା ସହି ସେ

ସଭିଙ୍କୁ ଆହାର ଯୋଗାଏ..!!

 

ନିଜ ମୁଣ୍ଡ ଝାଳ ତୁଣ୍ଡରେ ମାରି ସେ

(ଆମ)ଓଠରେ ହସ ଫୁଟାଏ…

ଆମ ମୁଖେ ଟିକେ ଦାନା ଦେବା ପାଇଁ

(ନିଜ)ଭୋକ ଶୋଷ ଭୁଲି ଯାଏ..!!

 

ଧରଣୀ ମାତାର ଯୋଗ୍ୟ ସନ୍ତାନ ସେ

ଜଗତ ଜନଙ୍କ ଜୀବନ…

ନିଜ ଅଧିକାର ପାଇବା ପାଇଁ ସେ

କରେ ଆଜି ଆନ୍ଦୋଳନ…!!

 

ଯେତେ ବଖାଣିଲେ କେବେକି ସରିବ

ହେବେନି କେହି ତା ତୁଲ…

ଚାଷ ତା ଜୀବନ ଆମରି ସେ ଧନ

ସିଏ ତ ଅମୂଲମୁଲ….!!

**********************

ଜ୍ୟୋତ୍ସ୍ନା ମଞ୍ଜରୀ ସାମନ୍ତ

 

***********************

 814 total views,  1 views today

10 thoughts on “*ଚାଷୀ – ଜ୍ୟୋତ୍ସ୍ନା ମଞ୍ଜରୀ ସାମନ୍ତ*

  1. Heya i am for the primary time here. I found this board and I in finding It really useful & it helped me out much.I’m hoping to give one thing back and help others such asyou helped me.

Leave a Reply

Your email address will not be published. Required fields are marked *