March 25, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

*ଉଜାଣି ଆତ୍ମା ଗୀତି – ସୁପ୍ରଜିତ ସାହୁ*

ଉଜାଣି ଆତ୍ମା ଗୀତି

 

ସୁପ୍ରଜିତ ସାହୁ  

*****************************

ସେ କ୍ଷଣେ ବି ଥିବ ମନ୍ଦହାସ ଟିଏ
ମଳିନ ବଦନେ – ପ୍ରାଣହୀନ ଦେହେ
ମିହିରୁ ମିହିର ସରଳ ରେଖାରେ,
ବାହୁଡ଼ିବି ଦିନେ ଚକ୍ରବାଳ ପାରେ……।

ବନ୍ଧୁ ବଇରୀ ମୋ’ ସେ ଦିନ ସମାନ
ସେ ମୁହୂର୍ତ୍ତ ସତେ କେତେ ପ୍ରୟୋଜନ !
ଜୀବନ ତେଜିବ ତା’ର ଗୁରୁ ଭାର,
ଲଂଘିଯିବ ଆତ୍ମା ମୋ’ ଲକ୍ଷ୍ମଣ ଗାର…।

ଉଇଁବି କି ନାହିଁ ତାରାଟିଏ ହୋଇ
ତମସା- ଗଗନେ ତାହା ଜାଣେ ନାହିଁ
ନିଶ୍ଚେ ଦୀପ ସାଜି ଯିବି ତୁମ ପାଶେ,
ଜ୍ୟୋତିଷ୍ମାନ ହେବି ତୁମରି ପରଶେ….।

ସୁପ୍ରଜିତ ସାହୁ  

ସୁପ୍ରଜସାହୁ   ସାହୁ  ସୁପ୍ରଜସାହୁ  

 369 total views,  1 views today

Leave a Reply

Your email address will not be published. Required fields are marked *