April 02, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

*ନିଦାଘ ସଂଗୀତ—ସନ୍ତୋଷ କୁମାର ଅଟ୍ଟି*

##ନିଦାଘ ସଂଗୀତ#*

ଚାଷୀର ଆଖିରେ ନିଦାଘ ସଂଗୀତ
ଅସରା ଆବେଗ ତୋଳେ ,
କିଏ ବା ଶୁଣିବ ତାର ଆକୁଳତା
ନିଜେ ଶୁଣି ନିଜେ ଜଳେ ।।
ଶ୍ରାବଣକୁ ଦିନେ ମାଗିଲା ଭରସା
ପ୍ରତାରଣା ହେଲା ସାର ,
ରୈ।ଦ୍ରତାପେ କ୍ଷତ ଭୋକର ଭୂଗୋଳ
ଦିଶୁଛି ସେ ଫଟା ଗାର ।।
ଜଳ ନାହିଁ ଏଠି ଶ୍ୟାମଳ ପ୍ରାଣରେ
ଶୀତଳ ପରଶ ଲୋଡେ,
ଅବୁଝା କାହାଣୀ ବେସୁରା ମହ୍ଲାର
ନିଷ୍ଠୁର ତପନ ରଡେ ।।
କ୍ଷୁଧାର୍ତ୍ତ ସହର ତିଆରି ହେବକି
ଆଶାର ଆଶଙ୍କା ଚାହିଁ ,
ତୃଷିତ ଇଲାକେ ଜୀବନ ଜଳୁଛି
ଗ୍ରୀଷ୍ମର ଯାତନା ପାଇଁ ।।

ସନ୍ତୋଷ କୁମାର ଅଟ୍ଟି, Santosh Kumar Atti
Dist_Sundargarh
At/po_Kasada , Bonaigarh

 853 total views,  1 views today

One thought on “*ନିଦାଘ ସଂଗୀତ—ସନ୍ତୋଷ କୁମାର ଅଟ୍ଟି*

Leave a Reply

Your email address will not be published. Required fields are marked *