March 21, 2023
11 11 11 AM
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
ଦୁହିତା – ସୀମାଞ୍ଚଳ ପଣ୍ଡା
ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ
ବିଶ୍ବ ମହିଳା ଦିବସ – ଭାସ୍କର ରାଉତ
ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ
କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ
ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ
ନର ରାକ୍ଷାସ-ମମତା ବାରିକ୍
ମରୀଚିକା – ମଧୁସ୍ମିତା ରାଉତ
Latest Post
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ ଦୁହିତା – ସୀମାଞ୍ଚଳ ପଣ୍ଡା ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ ବିଶ୍ବ ମହିଳା ଦିବସ – ଭାସ୍କର ରାଉତ ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ ନର ରାକ୍ଷାସ-ମମତା ବାରିକ୍ ମରୀଚିକା – ମଧୁସ୍ମିତା ରାଉତ

ଡଙ୍ଗା– କଳ୍ପନା ରାୟ

ଡଙ୍ଗା
କଳ୍ପନା ରାୟ

ହଁ, ଭାସିଯା, ଯା…. ଭାସିଯା
ଭାସିଯା……
ସ୍ବପ୍ନ ଦେଖୁଥିଲା ରାମୁ
ସ୍ଵପ୍ନର ସୋଲ ଡଙ୍ଗା,
ଯାହା ଭସାଏ ପ୍ରତିବର୍ଷ
ସାଧବ ପୁଅଙ୍କ‌ ସୃତିର
ତୁ ଅମାନତ ହୋଇ ଯା

ହଁ, ହଁ, ଯା ତୁ ଭାସିଯା….
ଭାସି ଯା ………..
ଦେଖୁଛି ରାମୁ
ସେଦିନର ସାତ ଭାଇ
ଯାଇଥିଲେ ବାଣିଜ୍ୟରେ
ଫେରି ଦେଖିଲେ ଭଉଣୀ
ଆଜି ଆଉ ନାହିଁ ତାହା ପା

ଯା…ରେ…..ଯା ତୁ ଭାସିଯା….
ଆ …କା…ବୈ…..କହି
ପାପ ଧୋଇ ପୁଣ୍ୟ ନେଇ ଆ
ଦିନକ ପୁଣ୍ୟ ବି ଯଥେଷ୍ଟ
ଦେଲାଣି କରୋନା ବହୁ କଷ୍ଟ
ଡଙ୍ଗାରେ ବାହି ତୁ ଦୂର ଦେଶେ ଛାଡି ଆ

କଳ୍ପନା ରାୟ, ସହକାରୀ ଶିକ୍ଷୟିତ୍ରୀ,
ଲଇଡା ବାଳିକା ଉଚ୍ଚ ବିଦ୍ୟାଳୟ,
ଲଇଡା, ସମ୍ବଲପୁର

 639 total views,  1 views today

11 thoughts on “ଡଙ୍ଗା– କଳ୍ପନା ରାୟ

  1. Heya i am for the first time here. I came across this board and I in finding Ittruly helpful & it helped me out much. I am hoping to present one thing again and aid others like you aided me.

  2. I was suggested this blog by my
    cousin. I’m not sure whether this post is written by him as no one else know such detailed about my trouble.

    You are wonderful! Thanks!

  3. We are a group of volunteers and starting a new
    scheme in our community. Your web site provided us with valuable info
    to work on. You have done an impressive job and our entire
    community will be thankful to you.

Leave a Reply

Your email address will not be published. Required fields are marked *