March 25, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

*ଭଙ୍ଗା ହୃଦୟର ଆତ୍ମଲିପି – ମନୋଜ କୁମାର ଦାସ*

ଭଙ୍ଗା ହୃଦୟର ଆତ୍ମଲିପି

ମନୋଜ କୁମାର ଦାସ

******************
ରକ୍ତ ମାଂସ ହାଡ଼ରେ ଗଢ଼ା
ଏ ମଣିଷ ଜୀବନର ପିଣ୍ଡ
ଧରାପୃଷ୍ଟକୁ ଆସିଥାଏ ଏକା
ମାଆ ମାଟି କୋଳ ମଣ୍ଡନରେ l

ଦୁନିଆ ହାଟରେ ପାଦ ଥାପି
ଚାଲିବାକୁ ହୁଏ ଅମଡ଼ା ପଥ
ଜୀବନର ଲକ୍ଷ୍ୟ ଥାଏ ଅନେକ
ସମୟର ସ୍ଥିତି କରେ ଛଳନା l

କେମିତି ବୁଝିବ ଏ ହୃଦୟ ମନ
ଆହାପଦେ କହିବାକୁ କେହିନାହିଁ
ଅସହାୟ ଜୀଵନର ଯନ୍ତ୍ରଣାକୁ
ଭୋକର ଭୂଗୋଳରେ ଛଟପଟ l

ବଂଚିଛି ଏଠି ଜୀଵନ ସଂଗ୍ରାମେ
ଆତ୍ମୀୟ ମାନଙ୍କୁ ହରାଇବାପରେ
ସମୟର ଅପରାହ୍ନ ମୁହୂର୍ତ୍ତରେ
ଲେଖା ଭଙ୍ଗା ହୃଦୟର ଆତ୍ମଲିପି l
**********-*-**********
ମନୋଜ କୁମାର ଦାସ

 414 total views,  1 views today

Leave a Reply

Your email address will not be published. Required fields are marked *