February 09, 2023
11 11 11 AM
ଗୁରୁ–ମଧୁସ୍ମିତା ରାଉତ
ଅଳସ ଆଖିରେ ସୁଖ ସପନ -ସୀମାଞ୍ଚଳ ପଣ୍ଡା
କେମିତି ଅଛ ମକର – ଭାସ୍କର ରାଉତ 
ତୁ – ହେମନ୍ତ କୁମାର ସାହୁ
ଚାଁଟି ଗୁଁଡ଼ିଆ ଉପାଖ୍ଯାନ୍‌ – ଗଅଁଲିଆ କବି ସୁଧୀର୍‌ ପଂଡା
ଅବାଗିଆ ମନ, ହୁଅ ସଚେତନ – ଜୟ କୁମାର ମିଶ୍ର
ପ୍ରିୟା ତୁମେ.. ତୁମେ.. – ତପନ କୁମାର ସ୍ୱାଇଁ
ନୂଆ ଯୁଗର ଛୁଆ – ଅଶୋକ କୁମାର ପତି
ତୁ –  ମନୋଜ କୁମାର ଦାସ
ହେ ଲାବଣ୍ୟବତୀ ପରୀ – ପ୍ରସନ୍ନ କୁମାର ମେହେର
ସ୍ବାର୍ଥୀମଣିଷ – ସରୋଜ କୁମାର ସାହୁ
ଅମଳିନ ପଦଚିହ୍ନ – ନୀହାରିକା ପଣ୍ଡା 
ଭାବର୍ ଡୋର୍ – ଅଭୟ ସରାପ୍
ଯେସାକୁ ତେସା – ଭାସ୍କର ରାଉତ
ନଟବର କ’ଣ ଖବର – ଜୁମର ନାଥ ପାତ୍ର
ବାହା ଘର ନୁଆଁ ନୁଆଁ – ଜୟ କୁମାର ମିଶ୍ର
ଅଳସ ଆଖିରେ ଭିଜା ସପନ – ଶ୍ରୀ ଭରତବନ୍ଧୁ ବିଶ୍ୱାଳ 
ଶିଶିର ବିନ୍ଦୁ – ଡଃ ପ୍ରିୟମ୍ବଦା ସାମଲ
ସପ୍ତସ୍ୱରରେ ଜୀବନ-ଲକ୍ଷ୍ମୀପ୍ରିୟା ସେଠୀ
ହୃଦୟର ଗୀତି-ଜୟଶ୍ରୀ ଖଟୁଆ
Latest Post
ଗୁରୁ–ମଧୁସ୍ମିତା ରାଉତ ଅଳସ ଆଖିରେ ସୁଖ ସପନ -ସୀମାଞ୍ଚଳ ପଣ୍ଡା କେମିତି ଅଛ ମକର – ଭାସ୍କର ରାଉତ  ତୁ – ହେମନ୍ତ କୁମାର ସାହୁ ଚାଁଟି ଗୁଁଡ଼ିଆ ଉପାଖ୍ଯାନ୍‌ – ଗଅଁଲିଆ କବି ସୁଧୀର୍‌ ପଂଡା ଅବାଗିଆ ମନ, ହୁଅ ସଚେତନ – ଜୟ କୁମାର ମିଶ୍ର ପ୍ରିୟା ତୁମେ.. ତୁମେ.. – ତପନ କୁମାର ସ୍ୱାଇଁ ନୂଆ ଯୁଗର ଛୁଆ – ଅଶୋକ କୁମାର ପତି ତୁ –  ମନୋଜ କୁମାର ଦାସ ହେ ଲାବଣ୍ୟବତୀ ପରୀ – ପ୍ରସନ୍ନ କୁମାର ମେହେର ସ୍ବାର୍ଥୀମଣିଷ – ସରୋଜ କୁମାର ସାହୁ ଅମଳିନ ପଦଚିହ୍ନ – ନୀହାରିକା ପଣ୍ଡା  ଭାବର୍ ଡୋର୍ – ଅଭୟ ସରାପ୍ ଯେସାକୁ ତେସା – ଭାସ୍କର ରାଉତ ନଟବର କ’ଣ ଖବର – ଜୁମର ନାଥ ପାତ୍ର ବାହା ଘର ନୁଆଁ ନୁଆଁ – ଜୟ କୁମାର ମିଶ୍ର ଅଳସ ଆଖିରେ ଭିଜା ସପନ – ଶ୍ରୀ ଭରତବନ୍ଧୁ ବିଶ୍ୱାଳ  ଶିଶିର ବିନ୍ଦୁ – ଡଃ ପ୍ରିୟମ୍ବଦା ସାମଲ ସପ୍ତସ୍ୱରରେ ଜୀବନ-ଲକ୍ଷ୍ମୀପ୍ରିୟା ସେଠୀ ହୃଦୟର ଗୀତି-ଜୟଶ୍ରୀ ଖଟୁଆ

*କୁମାର ପୂର୍ଣ୍ଣିମା – ଜଗଦୀଶ ଶତପଥୀ*

କୁମାର ପୂର୍ଣ୍ଣିମା

ଜଗଦୀଶ ଶତପଥୀ

********************

ବଉଦ ଫାଙ୍କରୁ ଏବେ

ଉଠିଲାଣି ଜହ୍ନ।

ମିଳିଲାନି ମମିତା ର

ସ୍ପଷ୍ଟ ପାଦ ଚିହ୍ନ।

ଜହ୍ନି ଗୀତ ଗାଉଥିଲେ

ଯେତେ ରିକ୍ସା ବାଲା।

ଖଇ ଆଉ କଉଡି ରେ

ଚିଠି ଦେଲା ଆଜି ଡାକବାଲା।

ମାଗୁଛ ତ ,ମାଗିନିଅ

କବଚ କୁଣ୍ଡଳ।

ପିଇବାକୁ ମନା ଏଠି

କାଚ କେନ୍ଦୁ ଜଳ।

ବିଵଣ୍ଣ ପୃଥିବୀ ଏଠି

ବିବର୍ତ୍ତନ ଗୀତ।

କାହିଁ ଆଜି ସାଙ୍ଗ ମେଳ

ଦେଖିବାକୁ ଜହ୍ନ ର ସଂଗୀତ।

ତାରାମାନେ ଖାପଛଡା

ଆକାଶ ଟା ନିରୋଳା ନିପଟ।

ନିଶା ଏଠି କଲବଲ

କତଲ କରୁଛି ପୁଣି କରୁଛି ଅଝଟ।

 

ଜଗଦୀଶ ଶତପଥୀ

 401 total views,  1 views today

20 thoughts on “*କୁମାର ପୂର୍ଣ୍ଣିମା – ଜଗଦୀଶ ଶତପଥୀ*

  1. Hello i am kavin, its my first occasion to commenting anywhere, when i readthis article i thought i could also make commentdue to this brilliant post.

  2. Aw, this was an extremely nice post. Taking a few minutes and actual effort to generate a top notch article… but what can I say… I put things off a lot and never seem to get anything done.

  3. It’s actually a cool and useful piece of info. I am glad that you simply shared this useful information with us.Please stay us up to date like this. Thank you for sharing.

Leave a Reply

Your email address will not be published. Required fields are marked *