March 28, 2024
11 11 11 AM
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର*
*ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ*
ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ
*ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ*
“ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ
ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ
ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ
*’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ*
“ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ
ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ
Allusions Of Longing–Manoj Kumar Panda
ALLUSIONS OF PELLUCID–Manoj Kumar Panda
Allusions Of God’s Legacy–Manoj Kumar Panda
ALLUSIONS OF MY ROUTE –Manoj Kumar Panda
ALLUSIONS OF MY CLOSED EYES–Manoj Kumar Panda
ALLUSIONS OF TEARDROPS-Manoj Kumar Panda
ALLUSIONS OF FORTUNE–Manoj Kumar Panda
Our Volunteers For Suryodaya Shanti Soumitri Sammilani -2023
ALLUSIONS OF TENDENCIES – Manoj Kumar Panda
ALLUSIONS OF SHINE- Manoj Kumar Panda 
Latest Post
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର* *ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ* ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ *ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ* “ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ *’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ* “ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ Allusions Of Longing–Manoj Kumar Panda ALLUSIONS OF PELLUCID–Manoj Kumar Panda Allusions Of God’s Legacy–Manoj Kumar Panda ALLUSIONS OF MY ROUTE –Manoj Kumar Panda ALLUSIONS OF MY CLOSED EYES–Manoj Kumar Panda ALLUSIONS OF TEARDROPS-Manoj Kumar Panda ALLUSIONS OF FORTUNE–Manoj Kumar Panda Our Volunteers For Suryodaya Shanti Soumitri Sammilani -2023 ALLUSIONS OF TENDENCIES – Manoj Kumar Panda ALLUSIONS OF SHINE- Manoj Kumar Panda 

*କୁମାର ପୂର୍ଣ୍ଣିମା – ଜଗଦୀଶ ଶତପଥୀ*

କୁମାର ପୂର୍ଣ୍ଣିମା

ଜଗଦୀଶ ଶତପଥୀ

********************

ବଉଦ ଫାଙ୍କରୁ ଏବେ

ଉଠିଲାଣି ଜହ୍ନ।

ମିଳିଲାନି ମମିତା ର

ସ୍ପଷ୍ଟ ପାଦ ଚିହ୍ନ।

ଜହ୍ନି ଗୀତ ଗାଉଥିଲେ

ଯେତେ ରିକ୍ସା ବାଲା।

ଖଇ ଆଉ କଉଡି ରେ

ଚିଠି ଦେଲା ଆଜି ଡାକବାଲା।

ମାଗୁଛ ତ ,ମାଗିନିଅ

କବଚ କୁଣ୍ଡଳ।

ପିଇବାକୁ ମନା ଏଠି

କାଚ କେନ୍ଦୁ ଜଳ।

ବିଵଣ୍ଣ ପୃଥିବୀ ଏଠି

ବିବର୍ତ୍ତନ ଗୀତ।

କାହିଁ ଆଜି ସାଙ୍ଗ ମେଳ

ଦେଖିବାକୁ ଜହ୍ନ ର ସଂଗୀତ।

ତାରାମାନେ ଖାପଛଡା

ଆକାଶ ଟା ନିରୋଳା ନିପଟ।

ନିଶା ଏଠି କଲବଲ

କତଲ କରୁଛି ପୁଣି କରୁଛି ଅଝଟ।

 

ଜଗଦୀଶ ଶତପଥୀ

Loading

20 thoughts on “*କୁମାର ପୂର୍ଣ୍ଣିମା – ଜଗଦୀଶ ଶତପଥୀ*

  1. Hello i am kavin, its my first occasion to commenting anywhere, when i readthis article i thought i could also make commentdue to this brilliant post.

  2. Aw, this was an extremely nice post. Taking a few minutes and actual effort to generate a top notch article… but what can I say… I put things off a lot and never seem to get anything done.

  3. It’s actually a cool and useful piece of info. I am glad that you simply shared this useful information with us.Please stay us up to date like this. Thank you for sharing.

Leave a Reply to try this web-site Cancel reply

Your email address will not be published. Required fields are marked *