September 30, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

*ବିସ୍କୁଟ – ବନସ୍ମିତା ପଣ୍ଡା*

::::- ବିସ୍କୁଟ -:::::

ବନସ୍ମିତା ପଣ୍ଡା

ସାମ୍ନାରେ ଥିଲା କୁନି ପିଲାଟି

ବୋଧେ ଏଇ ସାମ୍ନା ଫୁଟପାଥ ତାର ଘର

ମଇଳା ମସିହା ସାର୍ଟ, ପ୍ୟାଣ୍ଟ କହୁଥିଲା

ତାର ଭୋକିଲା ପେଟର କାହାଣୀ

ମାଗୁଥିଲା ମୋ ହାତର ବିସ୍କୁଟ ପ୍ୟାକେଟ !

 

ତାର ଚାହାଣୀ ଡ଼ାକିନେଲା ମୋତେ ଅତୀତର

କିଛି ମୁହୂର୍ତ୍ତକୁ,ଭାସିଗଲା ଅନେକ କଳା ବାଦଲ

ସେ ମୁଖା ଭିତରେ ମୁଁ ନିଜକୁ ପାଇଲି

ବିସ୍କୁଟ ଖଣ୍ଡେ ପାଇଁ କିପରି ନିଜକୁ ଖୋଜିଥିଲି !

 

ତାର ନିଷ୍କପଟ କୁନି ହସ, ମନେ ପକାଉଥିଲା

ସେ କଲେଜ କ୍ୟାଣ୍ଟିନର ଅନାବିଳ ବନ୍ଧୁତା

ଦୁଇ ଖଣ୍ତ ବିସ୍କୁଟ ଗୋଟେ କପ ଚା ସହ

ଜମୁଥିଲା ଆମ ଗୁଲିଖଟି ଆଡା !

 

କିଛି କହିବା ଶୁଣିବା ଆଗରୁ ସେ ନେଇ ସାରିଥିଲା ବିସ୍କୁଟ ପ୍ୟାକେଟ, ପୁଳାଏ ହସ,ସମୁଦ୍ରେ ଖୁସି ନେଇ ସେ ଫୁଟପାଥରେ ମୋ ଶୈଶବ ନେଇ ଦୌଡୁଥିଲା!

 

ବନସ୍ମିତା ପଣ୍ଡା

 

Loading

Leave a Reply

Your email address will not be published. Required fields are marked *