May 29, 2023
11 11 11 AM
ALLUSION OF EVOLUTION – Manoj Kumar Panda 
ALLUSION OF MASOCHISM – Manoj Kumar Panda 
ତିନି ରୂପେ ଏକ କାୟା ଜନନୀ ଭଗିନୀ ଜାୟା – ବିଜୟ କୁମାର ସ୍ବାଇଁ
ମା’ତୁମେ ମମତାର ସାଗର – ଭାସ୍କର ରାଉତ
ହସିବ ପ୍ରକୃତି ରାଣୀ – ତରୁଣ କୁମାର ମିଶ୍ର
ମହାପ୍ରଭୁ ତୁମେ – ବିଜୟ କୁମାର ସ୍ବାଇଁ
ସମୟ ବଡ଼ ବଳବାନ – ଭାସ୍କର ରାଉତ
ଶାନ୍ତି ମିଳୁ ଜୀବନେ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ
କର୍ମ ଭୂଇଁ ଏହୁ – ଅଜିତ କୁମାର ରାଉତ
ସୁନ୍ଦରେ କି ଅଛି ଲାଭ – ଅଜିତ କୁମାର ରାଉତ
ବିଚ୍ଛିନ୍ନାଞ୍ଚଳ ଓଡ଼ିଆ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ 
ଦେଖି ଲାଗେ ଖୁସି – ଶ୍ରୀଯୁକ୍ତ ଅଜିତ କୁମାର ରାଉତ
ନାହଁ ମାତୃଭାଷା ଶିକ୍ଷା – ଅଜିତ କୁମାର ରାଉତ
ଜୀବନ – ନଳିନୀ ପ୍ରଭା ମିଶ୍ର
କାହାକୁ ଚିହ୍ନିବା କେମିତି – ନଳିନୀ ପ୍ରଭା ମିଶ୍ର
ସାଧୁ ସାବଧାନ – ସୌଦାଗର ବିଶ୍ବାଳ
ପ୍ରତୀକ୍ଷାର ତୀରେ – ସୁଜାତା ଦାସ
ପ୍ରଭାତରେ ମୋ ଆଧ୍ୟାତ୍ମିକ କର୍ତ୍ତବ୍ୟ – ଶ୍ରୀ ବଂଶୀଧର ବେହେରା
ମନ ରହିଯାଏ ଲାଖି – ବ୍ରଜେଶ୍ବରୀ ସିଂହ
ପୋକରା ଡାଳ – ନିତ୍ୟାନନ୍ଦ ମହାନ୍ତି
Latest Post
ALLUSION OF EVOLUTION – Manoj Kumar Panda  ALLUSION OF MASOCHISM – Manoj Kumar Panda  ତିନି ରୂପେ ଏକ କାୟା ଜନନୀ ଭଗିନୀ ଜାୟା – ବିଜୟ କୁମାର ସ୍ବାଇଁ ମା’ତୁମେ ମମତାର ସାଗର – ଭାସ୍କର ରାଉତ ହସିବ ପ୍ରକୃତି ରାଣୀ – ତରୁଣ କୁମାର ମିଶ୍ର ମହାପ୍ରଭୁ ତୁମେ – ବିଜୟ କୁମାର ସ୍ବାଇଁ ସମୟ ବଡ଼ ବଳବାନ – ଭାସ୍କର ରାଉତ ଶାନ୍ତି ମିଳୁ ଜୀବନେ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ କର୍ମ ଭୂଇଁ ଏହୁ – ଅଜିତ କୁମାର ରାଉତ ସୁନ୍ଦରେ କି ଅଛି ଲାଭ – ଅଜିତ କୁମାର ରାଉତ ବିଚ୍ଛିନ୍ନାଞ୍ଚଳ ଓଡ଼ିଆ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ  ଦେଖି ଲାଗେ ଖୁସି – ଶ୍ରୀଯୁକ୍ତ ଅଜିତ କୁମାର ରାଉତ ନାହଁ ମାତୃଭାଷା ଶିକ୍ଷା – ଅଜିତ କୁମାର ରାଉତ ଜୀବନ – ନଳିନୀ ପ୍ରଭା ମିଶ୍ର କାହାକୁ ଚିହ୍ନିବା କେମିତି – ନଳିନୀ ପ୍ରଭା ମିଶ୍ର ସାଧୁ ସାବଧାନ – ସୌଦାଗର ବିଶ୍ବାଳ ପ୍ରତୀକ୍ଷାର ତୀରେ – ସୁଜାତା ଦାସ ପ୍ରଭାତରେ ମୋ ଆଧ୍ୟାତ୍ମିକ କର୍ତ୍ତବ୍ୟ – ଶ୍ରୀ ବଂଶୀଧର ବେହେରା ମନ ରହିଯାଏ ଲାଖି – ବ୍ରଜେଶ୍ବରୀ ସିଂହ ପୋକରା ଡାଳ – ନିତ୍ୟାନନ୍ଦ ମହାନ୍ତି

ଧ୍ୱଂସ ହେଉ ମାଁ — ରାଜେନ୍ଦ୍ର କୁମାର ମହାନ୍ତି

ଧ୍ୱଂସ ହେଉ ମା

ବିଜୟ ପ୍ରତୀକ ବିଜୟା ଦଶମୀ
ଗାଇଯାଏ ବିଜୟ ଧ୍ୱନି
ଫରଫର ଉଡେ ବିଜୟର ଧ୍ୱଜା
ଯଜ୍ଞସ୍ଥଳେ ଯେହ୍ନେ ବହ୍ନି ।
ଆଶିଷ ଦିଅମା ମାଆ ଦଶଭୂଜା
ଦୂରହେଉ ଭୟ , ଭ୍ରାନ୍ତି
ହିଂସା, କପଟତା,ଛଳନା, ବିଦ୍ୱେଷ
ଉଡୁ ମାଆ ଶାନ୍ତି ପ୍ରୀତିର କିର୍ତ୍ତୀ ।
ଦୂରୀଭୂତ ହେଉ କରୋନାର ଛାୟା
ନୀରୋଗ ରୁହନ୍ତୁ ସର୍ବେ
ତୋ ତ୍ରିଶୁଳ ମାଁ ତୀରବେଗେ ଛୁଟୁ
ଭେଦିଯାଉ କରୋନା ବକ୍ଷେ ।
ହିଂସା ତରବାରୀର ଜୟ ନୁହେଁ ମାଁ
ଏକଥା ଗାଆନ୍ତୁ ସର୍ବେ ।
ଅହିଂସା ସତଭାବେ ଗାଅ ଏକ ସ୍ୱରେ
ଜୟ ଜୟ ଜୟ ମାଆ ଦୁର୍ଗେ ।

ରାଜେନ୍ଦ୍ର କୁମାର ମହାନ୍ତି
ପଦ୍ମପୁର ବରଗଡ଼

 306 total views,  1 views today

Leave a Reply

Your email address will not be published. Required fields are marked *