March 29, 2024
11 11 11 AM
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର*
*ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ*
ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ
*ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ*
“ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ
ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ
ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ
*’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ*
“ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ
ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ
Allusions Of Longing–Manoj Kumar Panda
ALLUSIONS OF PELLUCID–Manoj Kumar Panda
Allusions Of God’s Legacy–Manoj Kumar Panda
ALLUSIONS OF MY ROUTE –Manoj Kumar Panda
ALLUSIONS OF MY CLOSED EYES–Manoj Kumar Panda
ALLUSIONS OF TEARDROPS-Manoj Kumar Panda
ALLUSIONS OF FORTUNE–Manoj Kumar Panda
Our Volunteers For Suryodaya Shanti Soumitri Sammilani -2023
ALLUSIONS OF TENDENCIES – Manoj Kumar Panda
ALLUSIONS OF SHINE- Manoj Kumar Panda 
Latest Post
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର* *ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ* ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ *ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ* “ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ *’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ* “ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ Allusions Of Longing–Manoj Kumar Panda ALLUSIONS OF PELLUCID–Manoj Kumar Panda Allusions Of God’s Legacy–Manoj Kumar Panda ALLUSIONS OF MY ROUTE –Manoj Kumar Panda ALLUSIONS OF MY CLOSED EYES–Manoj Kumar Panda ALLUSIONS OF TEARDROPS-Manoj Kumar Panda ALLUSIONS OF FORTUNE–Manoj Kumar Panda Our Volunteers For Suryodaya Shanti Soumitri Sammilani -2023 ALLUSIONS OF TENDENCIES – Manoj Kumar Panda ALLUSIONS OF SHINE- Manoj Kumar Panda 

*ଦିନ ଯାଏ ସରି ତୁମକୁ ସୁମରି — ସୀମାଞ୍ଚଳ ପଣ୍ଡା*

*ଦିନ ଯାଏ ସରି ତୁମକୁ ସୁମରି*

ଦିନଯାଏ   ସରି   ତୁମକୁ   ସୁମରି
ତୁମେ ପଡ ନାହିଁ ଧରା,
ଡାକିବା  ଲୋକର  ମହତ  ପଣର
ହୁଏ   ଅବିଶ୍ୱାସ  ଭରା,
ନାସ୍ତିକ  ଦିଏ  ଇଶାରା,
ମିଥ୍ୟା  ସମ୍ଭାଷଣ ଦିଅ ବୋଲି  ଜନ
ଧରାକୁ  ମଣନ୍ତି  ସରା।

ଭାଳେ ମୋର ମନ ପାପେ ଦରଶନ
ନଦିଅ, ପାରୁଶେ  ରହି,
ପାପ ମୋରଆଖି ନପାରେ ନିରେଖି
ଅଦେଖାରେ ଯାଅ କହି,
ମୋକର୍ମେ ହୁଏ ମୁଁ ଦହି,
ସମାଧାନ ପାଇଁ ଖୋଜେ ରାହା ଯହିଁ
ଉପାୟ  ଦିଅ   ବତାଇ।

ରହିଛି    ଭରତି    ସକଳ    ସମ୍ପତ୍ତି
ତୁମ  ବିଶାଳ  ସଂସାର,
ତୁମେ  ଦେଲେ  ବଳ କି କରିବ ଖଳ
ଶରଣେ, ହେବ ଆତୁର,
ତୁମେ    ପ୍ରଭୁ  ଚକ୍ରଧର,
ତାରିଲେ  ତାରିବ  ମାରିଲେ  ମାରିବ
ହୋଇବି କିଆଁ  ଆତୁର।

*************************

ସୀମାଞ୍ଚଳ ପଣ୍ଡା

ଶିକ୍ଷକ,ଡେଙ୍ଗାଡି, ଗଞ୍ଜାମ,
୯୫୮୩୪୩୮୧୭୪।
ସ୍ୱରଚିତ*******************

Loading

One thought on “*ଦିନ ଯାଏ ସରି ତୁମକୁ ସୁମରି — ସୀମାଞ୍ଚଳ ପଣ୍ଡା*

  1. It’s easy to wear and take care of the video of the customer service, and the care is relatively simple. The seller also gave a lot of small gifts, which are no different from their own hair. They will be repurchased.

Leave a Reply

Your email address will not be published. Required fields are marked *