September 24, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

*ମଣିଷ ହୁଅନ୍ତି ବଣ୍ଟା-ସୀମାଞ୍ଚଳ ପଣ୍ଡା*

*ମଣିଷ ହୁଅନ୍ତି ବଣ୍ଟା*

****************

ସୀମାଞ୍ଚଳ ପଣ୍ଡା

***********

 

ଆଜିର  ମାନବ   ଧରମ  ବିଭାଗ

ମାନିବାକୁ କରେ ଘୃଣା,

ଧରମ ନାମରେ ଭାଗ  ବଣ୍ଟନରେ

ହୁଏ  ତାର ମନ ଉଣା।

 

ମାନବିକ  କର୍ମ  ସଂସାରର  ଧର୍ମ

ସବୁ  ଧର୍ମ   ସାର କଥା,

ମୂଳର  ଆଧାର  ଏକା  ପରକାର

କିକାରଣେ ବିଭେଦତା?

ଗତି ପ୍ରକୃତିରେ ବୃତ୍ତି  ସଂସ୍କୃତିରେ

ଭୁଲ୍   ହୁଏ  ବୁଝାମଣା,

ଆଜିର   ମାନବ  ଧରମ  ବିଭାଗ

ମାନିବାକୁ କରେ ଘୃଣା।

 

ନରୋଚିତ  କର୍ମ  ମାନବିକ  ଧର୍ମ

ଭବଯୋଗେ ଉପଯୋଗ,

ମାନବତା  ଏକ  ଦର୍ଶନ  ଅନେକ

ଅକାରଣ    ଈର୍ଷା ଭାବ।

 

ମଣିଷ  ମଣିଷ  ଘୃଣା  ଅସନ୍ତୋଷ

ଇତରେ    କାତର  ଗୁଣ,

ବଇରି  ଭାବନା  ମନ୍ଦ  ସମ୍ଭାବନା

ବୃଥା    ଅସହିଷ୍ଣୁ    ପଣ,

ଶାଶ୍ୱତ ପ୍ରେମରେ ସାତ୍ତ୍ୱିକକର୍ମରେ

ସୁପଥ    ପଡ଼ଇ    ଜଣା,

ଧରମ ନାମରେ ଭାଗ  ବଣ୍ଟନରେ

ହୁଏ  ତା’ର  ମନ  ଉଣା।

 

ବିଭେଦତା ଭାବ ହିଂସ୍ରକ  ସ୍ୱଭାବ

ରଣେ  ଗଣେ  ନିଏ ଟାଣି,

ମାନବତା  ବିନା  ବଇରି  ଭାବନା

ସୃଷ୍ଟି  କରେ  ଜାଣି ଜାଣି।

 

************************

 

ସୀମାଞ୍ଚଳ ପଣ୍ଡା

************************

Loading

3 thoughts on “*ମଣିଷ ହୁଅନ୍ତି ବଣ୍ଟା-ସୀମାଞ୍ଚଳ ପଣ୍ଡା*

  1. I savor, result in I discovered exactly what I
    used to be having a look for. You have ended my 4 day lengthy hunt!

    God Bless you man. Have a nice day. Bye

  2. I was recommended this blog by means of my cousin. I’m now not positive whether or
    not this put up is written by him as nobody else know such distinct about my
    trouble. You’re incredible! Thank you!

  3. Hi there, i read your blog from time to time and i own a similar one and i was just wondering
    if you get a lot of spam feedback? If so how do you protect against it, any
    plugin or anything you can recommend? I get so much lately it’s
    driving me mad so any assistance is very much appreciated.

Leave a Reply

Your email address will not be published. Required fields are marked *