March 21, 2023
11 11 11 AM
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
ଦୁହିତା – ସୀମାଞ୍ଚଳ ପଣ୍ଡା
ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ
ବିଶ୍ବ ମହିଳା ଦିବସ – ଭାସ୍କର ରାଉତ
ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ
କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ
ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ
ନର ରାକ୍ଷାସ-ମମତା ବାରିକ୍
ମରୀଚିକା – ମଧୁସ୍ମିତା ରାଉତ
Latest Post
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ ଦୁହିତା – ସୀମାଞ୍ଚଳ ପଣ୍ଡା ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ ବିଶ୍ବ ମହିଳା ଦିବସ – ଭାସ୍କର ରାଉତ ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ ନର ରାକ୍ଷାସ-ମମତା ବାରିକ୍ ମରୀଚିକା – ମଧୁସ୍ମିତା ରାଉତ

*ପ୍ରୀତିଅର୍ଘ୍ୟ-ଜାନକୀ ମହାନ୍ତ*

**ପ୍ରୀତିଅର୍ଘ୍ୟ**

ଜାନକୀ ମହାନ୍ତ

*******************************

ପ୍ରେମ ଅର୍ଘ୍ୟ ଥାଳି ଆସିଛି ମୁଁ ନେଇ

ଆସ ଆସ ପ୍ରାଣେଶ୍ୱର,

ପ୍ରୀତି ପୁଷ୍ପ ଦେଇ ଚନ୍ଦନ ଲଗାଇ

ପୂଜିବି ତୁମ ପୟର ।।

 

ସତ୍ୟ ନିଷ୍ଠ ପ୍ରାଣେ ସ୍ନିଗ୍ଧ ଶାନ୍ତ ମନେ

ପ୍ରେମ ଅର୍ଘ୍ୟ ସମର୍ପିବି,

ଈର୍ଷା ଦ୍ୱେଷ ଗୁଣ କରି ଦେବି ତ୍ୟାଗ

ବୋଲି ମୁଁ ଶପଥ ନେବି ।।

 

ମୋ ହୃଦ ଅଳିନ୍ଦେ ସ୍ଥିତପ୍ରଜ୍ଞ ଭାବେ

ତୁମକୁ ସାଇତି ରଖି,

ପ୍ରୀତି ଅର୍ଘ୍ୟ ବାଢ଼ି ଅଭିମାନ ଛାଡି

ପ୍ରେମ ଦେବି ମନଲାଖି ।।

 

ପ୍ରୀତି ଅର୍ଘ୍ୟ ଥାଳି ଆଣିଛି ସଜାଡ଼ି

ଫୁଲ ଫଳ ଦୀପ ଜାଳି,

ତୁମ ପାଦ ଧୂଳି ମଥାରେ ମୁଁ ବୋଳି

ପ୍ରୀତି ମଧୁ ଦେବି ଢ଼ାଳି ।।

 

ଜାନକୀ ମହାନ୍ତ

 

 159 total views,  1 views today

Leave a Reply

Your email address will not be published. Required fields are marked *