September 29, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

*ଆତ୍ମା ଯେବେ ଗାଏ ଗୀତ – ଅନୀତା ଦାଶ *

ଆତ୍ମା ଯେବେ ଗାଏ ଗୀତ💓🙏

 

 -ଅନୀତା ଦାଶ 

***********************************

ଅନ୍ତର୍ମନ ତଳୁ ଆତ୍ମା ଗୀତି ହେଲେ ଅନୁରଣିତ,

ମଧୁର ଝଙ୍କାରେ ତମାମ ହୃଦ ହୁଏ ପ୍ରକମ୍ପିତ।

 

ପ୍ରସନ୍ନ-ସୁଧାର ନିର୍ଝରରେ ଭିଜେ ବିମୁଗ୍ଧ ପ୍ରାଣ,

ଶାଶ୍ବତ-ସତ୍ୟର ଅବତାରଣେ ଉଦ୍ବେଳିତ ମନ।

 

ଇନ୍ଦ୍ରିୟ ଲାଳସା ତେଜି ସିଏ ଅତିନ୍ଦ୍ରିୟତା ଖୋଜେ,

ଆତ୍ମ ସନ୍ତୋଷେ ଉତ୍ଫୁଲିତ ହୋଇ ଭୂମାନନ୍ଦେ ଭିଜେ।

 

ଅପସରି ଯେତେ ଦୁଶ୍ଚିନ୍ତା, ଜଡ଼ତା, ହୀନମନ୍ୟତା,

ଆତ୍ମ ଚେତନାର ଆବେଗ ଆବୋରେ ଶରୀର ସତ୍ତା।

 

ଅର୍ଦ୍ଧରୁ ଉର୍ଦ୍ଧକୁ, ଭୂମିରୁ ଭୂମାକୁ ପରାଣ ଧାଏଁ,

ଦେହର ସୀମାରୁ ଅସୀମ ବିଦେହ ସନ୍ଧାନେ ଜୀଏଁ।

 

***********************

ଅନୀତା ଦାଶ 

ଅର୍ଥନୀତି ଓ ପରିସଂଖ୍ୟାନ ବିଭାଗ,

ଭୂବନେଶ୍ୱର, ଓଡିଶା 

Loading

8 thoughts on “*ଆତ୍ମା ଯେବେ ଗାଏ ଗୀତ – ଅନୀତା ଦାଶ *

  1. I don’t even know how I ended up here, but I thought this postwas great. I do not know who you are but certainly you are going to a famous blogger if you are not already Cheers!

  2. Hello There. I found your blog using msn. This is a really well written article. I?ll be sure to bookmark it and return to read more of your useful information. Thanks for the post. I?ll definitely return.

Leave a Reply

Your email address will not be published. Required fields are marked *