February 01, 2023
11 11 11 AM
ତୁ –  ମନୋଜ କୁମାର ଦାସ
ହେ ଲାବଣ୍ୟବତୀ ପରୀ – ପ୍ରସନ୍ନ କୁମାର ମେହେର
ସ୍ବାର୍ଥୀମଣିଷ – ସରୋଜ କୁମାର ସାହୁ
ଅମଳିନ ପଦଚିହ୍ନ – ନୀହାରିକା ପଣ୍ଡା 
ଭାବର୍ ଡୋର୍ – ଅଭୟ ସରାପ୍
ଯେସାକୁ ତେସା – ଭାସ୍କର ରାଉତ
ନଟବର କ’ଣ ଖବର – ଜୁମର ନାଥ ପାତ୍ର
ବାହା ଘର ନୁଆଁ ନୁଆଁ – ଜୟ କୁମାର ମିଶ୍ର
ଅଳସ ଆଖିରେ ଭିଜା ସପନ – ଶ୍ରୀ ଭରତବନ୍ଧୁ ବିଶ୍ୱାଳ 
ଶିଶିର ବିନ୍ଦୁ – ଡଃ ପ୍ରିୟମ୍ବଦା ସାମଲ
ସପ୍ତସ୍ୱରରେ ଜୀବନ-ଲକ୍ଷ୍ମୀପ୍ରିୟା ସେଠୀ
ହୃଦୟର ଗୀତି-ଜୟଶ୍ରୀ ଖଟୁଆ
ସାଧାରଣତନ୍ତ୍ର ଦିବସ-ସୁଶ୍ରୀ ଶୁଭସ୍ମିତା ମହାନ୍ତି
ସରସ୍ୱତୀ ଜଣାଣ-ଭୃଗୁଶାସ୍ତ୍ର ବିଶାରଦ ପଣ୍ଡିତ ସୁଧାଂଶୁ କୁମାର ତ୍ରିପାଠୀ (ଶର୍ମା)
ବାକ୍ୟ ଦେବୀ ସରସ୍ଵତୀ-ଉର୍ମିଳା ଗଉଡ଼
ଭିନ୍ନ ପରିଭାଷା-ଜୀବନ ପ୍ରଦୀପ ପ୍ରଧାନ
ଦରଦି_ଦରଦ – ସୁମିତ୍ରା ନାୟକ 
ସ୍ମୃତି – ସୁମିତ୍ରା ନାୟକ 
ଭାବନାର ଭଗ୍ନ କାନ୍ଥ – ସୁମିତ୍ରା ନାୟକ 
କୁହୁକ କୁହାଟ  – ସୁମିତ୍ରା ନାୟକ 
Latest Post
ତୁ –  ମନୋଜ କୁମାର ଦାସ ହେ ଲାବଣ୍ୟବତୀ ପରୀ – ପ୍ରସନ୍ନ କୁମାର ମେହେର ସ୍ବାର୍ଥୀମଣିଷ – ସରୋଜ କୁମାର ସାହୁ ଅମଳିନ ପଦଚିହ୍ନ – ନୀହାରିକା ପଣ୍ଡା  ଭାବର୍ ଡୋର୍ – ଅଭୟ ସରାପ୍ ଯେସାକୁ ତେସା – ଭାସ୍କର ରାଉତ ନଟବର କ’ଣ ଖବର – ଜୁମର ନାଥ ପାତ୍ର ବାହା ଘର ନୁଆଁ ନୁଆଁ – ଜୟ କୁମାର ମିଶ୍ର ଅଳସ ଆଖିରେ ଭିଜା ସପନ – ଶ୍ରୀ ଭରତବନ୍ଧୁ ବିଶ୍ୱାଳ  ଶିଶିର ବିନ୍ଦୁ – ଡଃ ପ୍ରିୟମ୍ବଦା ସାମଲ ସପ୍ତସ୍ୱରରେ ଜୀବନ-ଲକ୍ଷ୍ମୀପ୍ରିୟା ସେଠୀ ହୃଦୟର ଗୀତି-ଜୟଶ୍ରୀ ଖଟୁଆ ସାଧାରଣତନ୍ତ୍ର ଦିବସ-ସୁଶ୍ରୀ ଶୁଭସ୍ମିତା ମହାନ୍ତି ସରସ୍ୱତୀ ଜଣାଣ-ଭୃଗୁଶାସ୍ତ୍ର ବିଶାରଦ ପଣ୍ଡିତ ସୁଧାଂଶୁ କୁମାର ତ୍ରିପାଠୀ (ଶର୍ମା) ବାକ୍ୟ ଦେବୀ ସରସ୍ଵତୀ-ଉର୍ମିଳା ଗଉଡ଼ ଭିନ୍ନ ପରିଭାଷା-ଜୀବନ ପ୍ରଦୀପ ପ୍ରଧାନ ଦରଦି_ଦରଦ – ସୁମିତ୍ରା ନାୟକ  ସ୍ମୃତି – ସୁମିତ୍ରା ନାୟକ  ଭାବନାର ଭଗ୍ନ କାନ୍ଥ – ସୁମିତ୍ରା ନାୟକ  କୁହୁକ କୁହାଟ  – ସୁମିତ୍ରା ନାୟକ 

*ଆତ୍ମା ଯେବେ ଗାଏ ଗୀତ – ଅନୀତା ଦାଶ *

ଆତ୍ମା ଯେବେ ଗାଏ ଗୀତ💓🙏

 

 -ଅନୀତା ଦାଶ 

***********************************

ଅନ୍ତର୍ମନ ତଳୁ ଆତ୍ମା ଗୀତି ହେଲେ ଅନୁରଣିତ,

ମଧୁର ଝଙ୍କାରେ ତମାମ ହୃଦ ହୁଏ ପ୍ରକମ୍ପିତ।

 

ପ୍ରସନ୍ନ-ସୁଧାର ନିର୍ଝରରେ ଭିଜେ ବିମୁଗ୍ଧ ପ୍ରାଣ,

ଶାଶ୍ବତ-ସତ୍ୟର ଅବତାରଣେ ଉଦ୍ବେଳିତ ମନ।

 

ଇନ୍ଦ୍ରିୟ ଲାଳସା ତେଜି ସିଏ ଅତିନ୍ଦ୍ରିୟତା ଖୋଜେ,

ଆତ୍ମ ସନ୍ତୋଷେ ଉତ୍ଫୁଲିତ ହୋଇ ଭୂମାନନ୍ଦେ ଭିଜେ।

 

ଅପସରି ଯେତେ ଦୁଶ୍ଚିନ୍ତା, ଜଡ଼ତା, ହୀନମନ୍ୟତା,

ଆତ୍ମ ଚେତନାର ଆବେଗ ଆବୋରେ ଶରୀର ସତ୍ତା।

 

ଅର୍ଦ୍ଧରୁ ଉର୍ଦ୍ଧକୁ, ଭୂମିରୁ ଭୂମାକୁ ପରାଣ ଧାଏଁ,

ଦେହର ସୀମାରୁ ଅସୀମ ବିଦେହ ସନ୍ଧାନେ ଜୀଏଁ।

 

***********************

ଅନୀତା ଦାଶ 

ଅର୍ଥନୀତି ଓ ପରିସଂଖ୍ୟାନ ବିଭାଗ,

ଭୂବନେଶ୍ୱର, ଓଡିଶା 

 838 total views,  1 views today

8 thoughts on “*ଆତ୍ମା ଯେବେ ଗାଏ ଗୀତ – ଅନୀତା ଦାଶ *

  1. I don’t even know how I ended up here, but I thought this postwas great. I do not know who you are but certainly you are going to a famous blogger if you are not already Cheers!

  2. Hello There. I found your blog using msn. This is a really well written article. I?ll be sure to bookmark it and return to read more of your useful information. Thanks for the post. I?ll definitely return.

Leave a Reply

Your email address will not be published. Required fields are marked *