May 27, 2024
11 11 11 AM
ମାଆ–ମଧୁସ୍ମିତା ମିଶ୍ର
ମୁଁ ସହର ତଳିର ଝିଅ –ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ବାଇଁ
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର*
*ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ*
ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ
*ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ*
“ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ
ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ
ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ
*’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ*
“ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ
ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ
Allusions Of Longing–Manoj Kumar Panda
ALLUSIONS OF PELLUCID–Manoj Kumar Panda
Allusions Of God’s Legacy–Manoj Kumar Panda
ALLUSIONS OF MY ROUTE –Manoj Kumar Panda
ALLUSIONS OF MY CLOSED EYES–Manoj Kumar Panda
ALLUSIONS OF TEARDROPS-Manoj Kumar Panda
ALLUSIONS OF FORTUNE–Manoj Kumar Panda
Our Volunteers For Suryodaya Shanti Soumitri Sammilani -2023
Latest Post
ମାଆ–ମଧୁସ୍ମିତା ମିଶ୍ର ମୁଁ ସହର ତଳିର ଝିଅ –ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ବାଇଁ *ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର* *ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ* ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ *ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ* “ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ *’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ* “ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ Allusions Of Longing–Manoj Kumar Panda ALLUSIONS OF PELLUCID–Manoj Kumar Panda Allusions Of God’s Legacy–Manoj Kumar Panda ALLUSIONS OF MY ROUTE –Manoj Kumar Panda ALLUSIONS OF MY CLOSED EYES–Manoj Kumar Panda ALLUSIONS OF TEARDROPS-Manoj Kumar Panda ALLUSIONS OF FORTUNE–Manoj Kumar Panda Our Volunteers For Suryodaya Shanti Soumitri Sammilani -2023

*କୁଆଁତାରା – ଜାନକୀ ମହାନ୍ତ*

କୁଆଁତାରା

 

ଜାନକୀ ମହାନ୍ତ

*************************************

ପ୍ରଭାତରେ ତୁମେ ଉଦୀୟମାନ ମୋ’

ସ୍ୱର୍ଣ୍ଣ ଅଂଶୁମାନ ପରା,

ପ୍ରଦୋଷେ ପ୍ରଦୀପ୍ତ ପୂର୍ଣ୍ଣିମାର ଚାନ୍ଦ

ପ୍ରତ୍ୟୁଷରେ କୁଆଁତାରା ।।

 

ପୀୟୂଷ ପରଷେ ହୃଦୟ ହରଷେ

ମନୁ ତେଜ ହେ ସନ୍ଦେହ,

ମନ ପଞ୍ଜୁରୀରେ ମୋ ହୃଦ ମନ୍ଦିରେ

ଦେବ ସମ ସଦା ରୁହ ।।

 

ତୁମ ପ୍ରୀତି ମୂଲ୍ୟ ଯେ ଅମୁଲ ମୁଲ

ସ୍ୱତନ୍ତ୍ର ତୁମରି ସ୍ଥାନ,

କୁଆଁତାରା ସମ ଢାଳୁଥାଅ ପ୍ରେମ

ସାର୍ଥକ ହେଉ ଜୀବନ ।।

 

ଜାନକୀ ମହାନ୍ତ

Loading

16 thoughts on “*କୁଆଁତାରା – ଜାନକୀ ମହାନ୍ତ*

  1. Hi are using WordPress for your blog platform?I’m new to the blog world but I’m trying to get started and create myown. Do you need any coding expertise to make your own blog?Any help would be greatly appreciated!

  2. Leather asymmetric zip fastening wide lapels snap button zipped cuffs softer texture open asymmetric neckline tab sleeves. Pop top sporty stripe trims mesh inserts denim turtle neck casual white cotton button silver. Carri Melvyn Yankee

Leave a Reply

Your email address will not be published. Required fields are marked *