November 28, 2021
11 11 11 AM
*BEYOND LIMITS -Dr.Prasana Kumar Dalai*
*କବିଟିଏ ମୁଁ କବିଟିଏ – ଜିତେନ୍ଦ୍ର ଗିରି*
*ଦି’ ଦିନ ଜୀବନ – ପ୍ରସନ୍ନ କୁମାର ମେହେର*
*ମରିଯାଉଥିବା ଆଶା – ମନୋଜ କୁମାର ଦାସ*
*ଜାତିରୁ ବିପତ୍ତି – ସୀମାଞ୍ଚଳ ପଣ୍ଡା*
*ହେ… ଚକାନୟନ – ରୀକ୍ଷିରାମ ମେହେର*
*ବିଦ୍ୟାପତି-ଲଳିତା ଉପାଖ୍ୟାନ-ଜାନକୀ ମହାନ୍ତ*
*କଥାର ମୃତ୍ୟୁ- ନବ କୁମାର ଦାସ*
*ଟିକେ ମନକୁ ପଚାର – ଭାସ୍କର ରାଉତ*
*ଶୀତର ପରଶ- ଶିକ୍ଷୟିତ୍ରୀ ନୀହାରିକା ପଣ୍ଡା *
*ଆପଣା ଓ ପର- ଜୟ କୁମାର ମିଶ୍ର *
*ଜୀବେ ଦୟା କର-ଜାନକୀ ମହାନ୍ତ*
*ଶରଶଯ୍ୟା ଜୀବନ- ଡ଼ଃ ଲଷ୍ମୀକାନ୍ତ ଦାଶ*
*ପ୍ରେମ–ବନସ୍ମିତା ପଣ୍ଡା*
*ବସନ୍ତ କରିଛି ଆଗମନ–ବନସ୍ମିତା ପଣ୍ଡା*
*ଏକାନ୍ତ– ବନସ୍ମିତା ପଣ୍ଡା*
*ପରିଚୟ(ଭାଗ-ଏକ)– ବନସ୍ମିତା ପଣ୍ଡା*
*ସେ! – ବନସ୍ମିତା ପଣ୍ଡା*
*ସାଗର କହେ – ସୀମାଞ୍ଚଳ ପଣ୍ଡା*
*ଅମୃତର ସୃଷ୍ଟି ଶିଶୁ – ପ୍ରତାପ କିଶୋର ରାଉତ*
Latest Post
*BEYOND LIMITS -Dr.Prasana Kumar Dalai* *କବିଟିଏ ମୁଁ କବିଟିଏ – ଜିତେନ୍ଦ୍ର ଗିରି* *ଦି’ ଦିନ ଜୀବନ – ପ୍ରସନ୍ନ କୁମାର ମେହେର* *ମରିଯାଉଥିବା ଆଶା – ମନୋଜ କୁମାର ଦାସ* *ଜାତିରୁ ବିପତ୍ତି – ସୀମାଞ୍ଚଳ ପଣ୍ଡା* *ହେ… ଚକାନୟନ – ରୀକ୍ଷିରାମ ମେହେର* *ବିଦ୍ୟାପତି-ଲଳିତା ଉପାଖ୍ୟାନ-ଜାନକୀ ମହାନ୍ତ* *କଥାର ମୃତ୍ୟୁ- ନବ କୁମାର ଦାସ* *ଟିକେ ମନକୁ ପଚାର – ଭାସ୍କର ରାଉତ* *ଶୀତର ପରଶ- ଶିକ୍ଷୟିତ୍ରୀ ନୀହାରିକା ପଣ୍ଡା * *ଆପଣା ଓ ପର- ଜୟ କୁମାର ମିଶ୍ର * *ଜୀବେ ଦୟା କର-ଜାନକୀ ମହାନ୍ତ* *ଶରଶଯ୍ୟା ଜୀବନ- ଡ଼ଃ ଲଷ୍ମୀକାନ୍ତ ଦାଶ* *ପ୍ରେମ–ବନସ୍ମିତା ପଣ୍ଡା* *ବସନ୍ତ କରିଛି ଆଗମନ–ବନସ୍ମିତା ପଣ୍ଡା* *ଏକାନ୍ତ– ବନସ୍ମିତା ପଣ୍ଡା* *ପରିଚୟ(ଭାଗ-ଏକ)– ବନସ୍ମିତା ପଣ୍ଡା* *ସେ! – ବନସ୍ମିତା ପଣ୍ଡା* *ସାଗର କହେ – ସୀମାଞ୍ଚଳ ପଣ୍ଡା* *ଅମୃତର ସୃଷ୍ଟି ଶିଶୁ – ପ୍ରତାପ କିଶୋର ରାଉତ*

*କୁରଙ୍ଗିର ଭିନ୍ନ ବେଶ – ସନ୍ତୋଷ କୁମାର ଅଟୀ*

-: କୁରଙ୍ଗିର ଭିନ୍ନ ବେଶ :-

ସନ୍ତୋଷ କୁମାର ଅଟୀ 

**************************

ଜାତିର ଦାୟାଦ ନିଦେଇ ଯାଇଛି

ଅଶିକ୍ଷାର ସୁଖ ଶେଜେ,

ସେଲାଗି ଶୁଭୁନି ଉନ୍ନତି ଚିତ୍କାର

ବିକାଶ ଶୋଇଛି ଲାଜେ ।।

ଆକ୍ଷେପ ଇଙ୍ଗିତ ଚାଟୁକାର ଆଜି

ଶୋଷଣ ପେଷଣେ ଲିପ୍ତ,

ସମସ୍ୟା ହସୁଛି କ୍ଷମତାର କୋଳେ

ସ୍ୱାର୍ଥ ପରାଣେ ରତ ।।

ନିଜ ପାଇଁ ଏଠି ସପନ ଦେଖୁଛି

ସମାଜକୁ କରି ହୀନ,

ଅଭାଗା ସମାଜ ତୁନି ହୋଇ ବସେ

କରୁନାହି ଅଭିମାନ ।।

ପୁରୁବ ଗାଥାର ତର୍ଜ୍ଜମା ହେଉନି

ସଜାଡୁନି ନିଜ ଦୋଷ,

କୁଟ କପଟକୁ ଭରିଭରି ଦିଏ

ସୁସ୍ଥ ସମାଜରେ ବିଷ ।।

ଲୋଟିବା କୁଟିବା କାମନାର ନିଶା

କୁରଙ୍ଗିର ଭିନ୍ନ ବେଶ,

ଅତୀତ ଗୈ।ରବ ଛଳନା ସାଜିଛି

ଦଲାଲି ମୁହଁର ହସ ।।

———–/////———

 

ସନ୍ତୋଷ କୁମାର ଅଟୀ

 

 74 total views,  1 views today

Leave a Reply

Your email address will not be published. Required fields are marked *