April 26, 2024
11 11 11 AM
ମାଆ–ମଧୁସ୍ମିତା ମିଶ୍ର
ମୁଁ ସହର ତଳିର ଝିଅ –ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ବାଇଁ
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର*
*ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ*
ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ
*ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ*
“ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ
ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ
ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ
*’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ*
“ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ
ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ
Allusions Of Longing–Manoj Kumar Panda
ALLUSIONS OF PELLUCID–Manoj Kumar Panda
Allusions Of God’s Legacy–Manoj Kumar Panda
ALLUSIONS OF MY ROUTE –Manoj Kumar Panda
ALLUSIONS OF MY CLOSED EYES–Manoj Kumar Panda
ALLUSIONS OF TEARDROPS-Manoj Kumar Panda
ALLUSIONS OF FORTUNE–Manoj Kumar Panda
Our Volunteers For Suryodaya Shanti Soumitri Sammilani -2023
Latest Post
ମାଆ–ମଧୁସ୍ମିତା ମିଶ୍ର ମୁଁ ସହର ତଳିର ଝିଅ –ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ବାଇଁ *ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର* *ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ* ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ *ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ* “ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ *’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ* “ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ Allusions Of Longing–Manoj Kumar Panda ALLUSIONS OF PELLUCID–Manoj Kumar Panda Allusions Of God’s Legacy–Manoj Kumar Panda ALLUSIONS OF MY ROUTE –Manoj Kumar Panda ALLUSIONS OF MY CLOSED EYES–Manoj Kumar Panda ALLUSIONS OF TEARDROPS-Manoj Kumar Panda ALLUSIONS OF FORTUNE–Manoj Kumar Panda Our Volunteers For Suryodaya Shanti Soumitri Sammilani -2023

ଫୁଲ —ନଳିନୀ କାନ୍ତ ପାଢ଼ୀ 

ଫୁଲ

ଫୁଲ ଝରିଲା ବୋଲି

ପାଲଟିଗଲା ଝରାଫୁଲ

ହଁ, ଜୀବନ ତ ଦିନେନା

ଦିନେ ଝରିବ….. ll

 

ହେଲେ,

ଅକାଳରେ ଫୁଲ ଝରିବା

ପୁଣି ବିନା କାରଣରେ

ବିଶ୍ୱାସ ହେଉନ ??

 

ପୁଣି ଅଦିନରେ ??

 

ହୁଏତ,

ଝରlଫୁଲ ସୁନ୍ଦର,

କୋମଳ,ସୁବାସିତ,

ଆକର୍ଷିବା ଗୁଣ ବି ଅଧିକ,

ନିରୀହପଣ ରେ ଅନ୍ୟକୁ

ବିଶ୍ୱାସ ରେ ବନ୍ଦୀ କରିପାରେ l

 

ହେଲେ,

ବିଶ୍ୱାସ କଣ ଶେଷ ପ୍ରେମର

ଶେଷ ପରିଣତି,

ବିଶ୍ୱାସ ହେଉନି ??

 

ଜୀବନ, ମୃତ୍ୟୁର

ଏ ବିଭୀଷିକା କ୍ରୁର ଖେଳ,

ପ୍ରେମରେ ପ୍ରେମରେ,

ଫୁଲରେ ଫୁଲରେ

ଚାଲୁ ଥିବ

କେତେ କାଳ,

କେତେ କାଳ ??

 

ନଳିନୀ କାନ୍ତ ପାଢ଼ୀ

9777514576

Loading

One thought on “ଫୁଲ —ନଳିନୀ କାନ୍ତ ପାଢ଼ୀ 

  1. There is no sense of disobedience. Bring the girl who becomes soft in an instant . My best friend also said that she is super beautiful. If you want to buckle your bangs directly. Hahaha, it’s great, and I also gave a lot of small gifts, which is very practical for bangs!

Leave a Reply

Your email address will not be published. Required fields are marked *