October 01, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

*କିଏ ତୁମେ -ଶରତ ଚନ୍ଦ୍ର ପଣ୍ଡା *

…….କିଏ ତୁମେ ???…….

ଶରତ ଚନ୍ଦ୍ର ପଣ୍ଡା 

**********************************

 

କିଏ ତୁମେ?

ଅସ୍ଥିର ଶରୀର ନା ସ୍ଥିର ଆତ୍ମା??

ଧନ, ଯୌବନ, ସମ୍ପତ୍ତି, ସଂସାରିକ ଭାବ

କ୍ଷମତା, ପ୍ରାଚୁର୍ଯ୍ୟ ସକଳ

ସବୁ ଭଙ୍ଗୁରତା

ଅସ୍ଥିର, ଅଳିକ

ଆଜିଅଛି କାଲି ଚାଲିଯିବ

ଏଇ ତ ଶରୀରର ଧର୍ମ

ଅଢ଼େଇ ଦିନିଆ ସଂସାର

ସବୁ ବଦଳିବ

ଶରୀର ତିନି ଗୁଣର ସମାହାର

ପ୍ରକୃତିର କାର୍ଯ୍ୟ |

 

ତୁମେ କିନ୍ତୁ ଭାବାତୀତ, ଗୁଣାତୀତ

ପ୍ରକୃତି ସହ ଅସମନ୍ଧିତ

ଅକ୍ଷୟ, ସନାତନ

ସମଗ୍ର ଚେତନର ଅଂଶ

ଶୁଦ୍ଧ ଚୈତନ୍ୟ

ସବୁକାଳେ ସ୍ଥିର

ଥିଲ, ରହିଛ, ରହିବ

ଶାଶ୍ୱତ, ଅଜ, ଅମର

ତୁମେ ସତ୍ୟ, ଶିବ, ସୁନ୍ଦର |

 

ଶରତ ଚନ୍ଦ୍ର ପଣ୍ଡା 

Loading

6 thoughts on “*କିଏ ତୁମେ -ଶରତ ଚନ୍ଦ୍ର ପଣ୍ଡା *

  1. Hey! I know this is kind of off-topic however I had
    to ask. Does managing a well-established blog like yours take a lot
    of work? I am completely new to writing a blog however I do write in my
    diary daily. I’d like to start a blog so I can easily share my experience and feelings online.
    Please let me know if you have any kind of recommendations
    or tips for new aspiring bloggers. Appreciate it!

  2. Hello to every body, it’s my first pay a quick visit of this blog;
    this blog contains amazing and truly good information designed for readers.

  3. My brother suggested I may like this blog.

    He was totally right. This submit truly made my day.

    You cann’t imagine simply how so much time I had spent for this
    info! Thanks!

  4. all the time i used to read smaller posts that also clear their
    motive, and that is also happening with this post which I am reading here.

Leave a Reply

Your email address will not be published. Required fields are marked *