March 21, 2023
11 11 11 AM
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
ଦୁହିତା – ସୀମାଞ୍ଚଳ ପଣ୍ଡା
ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ
ବିଶ୍ବ ମହିଳା ଦିବସ – ଭାସ୍କର ରାଉତ
ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ
କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ
ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ
ନର ରାକ୍ଷାସ-ମମତା ବାରିକ୍
ମରୀଚିକା – ମଧୁସ୍ମିତା ରାଉତ
Latest Post
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ ଦୁହିତା – ସୀମାଞ୍ଚଳ ପଣ୍ଡା ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ ବିଶ୍ବ ମହିଳା ଦିବସ – ଭାସ୍କର ରାଉତ ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ ନର ରାକ୍ଷାସ-ମମତା ବାରିକ୍ ମରୀଚିକା – ମଧୁସ୍ମିତା ରାଉତ

*ମୋ କଳା ଠାକୁର‌ — ଆଦର ମଣି ପ୍ରଧାନ*

ମୋ କଳା ଠାକୁର,,,

 

ମୋ କଳା ଠାକୁର

କେତେ ଜଣେଇବି ଦୁଃଖ ମୋର

ଲୁହକୁ ଲୁଚେଇ ମିଛରେ ହସେ

ସେଥିକୁ କି ତୁମ ନାହିଁ ନଜର

ମୋ କଳା ଠାକୁର,,,,,,

ସିନ୍ଦୁର ହେଲା ପର

ଏବେ ମୁଁ ନୁହଁ କାହାର

ସଂସାର ମାୟା ମୋ ତୁଟି ଗଲାଣି

ତୁମ ପାଦରେ ମୋ ଲୟ

ଆସିଲାଣି,,,,,,

ପାଦ ତଳେ ଟିକେ ଆଶ୍ରା ଦେବକି

ଶେଷ ଇଛା ମୋର ପୂର୍ଣ କର

ମୋ କଳା ଠାକୁର,,,,,,

ତୁମ ଭାବଭକ୍ତି ରେ ମୋ ଚିତ୍ତ ରହୁଛି

ଆଉ ସବୁ ମୋତେ ତୁଚ୍ଛ ଲାଗୁଚି

ମୃତ୍ୟୁ ଦିଅ କି ମୋକ୍ଷ ଦିଅ

ଏ ଭବ ବନ୍ଧନରୁ ମୋତେ ମୁକ୍ତିଦିଅ,,,,,

।।।।।।।।।।।।।।

🌹🙏🙏🙏🌹

ଆଦର ମଣି ପ୍ରଧାନ

ଚାନ୍ଦବାଲି,,ଭଦ୍ରକ,,

 244 total views,  1 views today

2 thoughts on “*ମୋ କଳା ଠାକୁର‌ — ଆଦର ମଣି ପ୍ରଧାନ*

Leave a Reply

Your email address will not be published. Required fields are marked *