March 25, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

*ଝରା ପତର ର ଗୀତ–ସୁପ୍ରଜିତ୍ ସାହୁ*

#ଝରା_ପତର_ର_ଗୀତ

ଝରା ପତରର କେଶରୀ ରଙ୍ଗରେ
ଏତେ ତେଜ କାହିଁପାଇଁ ??
ଅଦିନ ବସନ୍ତ ସାଜିଥିଲ ତୁମେ
ଗିତଟେ ଲେଖିଲା ନଈ……।

ଝରଣାର ଝର ଘାସରେ କାକର
କେତେ ମହନୀୟ କେତେ ମନୋହର
ତୁମେ ମମତାରେ ବାନ୍ଧିଥିଲ ବୋଲି
ଜହ୍ନକୁ ଝୁରିଲା କଇଁ…….।

ଶବ୍ଦ ସବୁ ଆଜି ଅଭିମାନୀ ଯେହ୍ନେ
ମଲା ତଟିନୀର ତୀର…
ମୁଁ ଅବା କେମିତି ଖଦ୍ୟୋତ ଟେ ହୋଇ
ଜହ୍ନକୁ ମାରିବି ତୀର !!
ସ୍ୟାହି କରେ ଶୋକ ସାହିତ୍ୟର ଭୋକ
ଲହୁ ହୋଇ ଝରେ ଛାତି ତଳ ଦୁଃଖ
ମୁଁ ଅବା କିପରି ଫୁଲକୁ ଆଦରି
କଣ୍ଟାକୁ କରିବି ପର….!!

ମୁଁ ଅବା କେମିତି ଖାଦ୍ୟୋତ ଟେ ହୋଇ
ଜହ୍ନ କୁ ମାରିବି ତୀର ??

✍️ ସୁପ୍ରଜିତ୍ ସାହୁ

 648 total views,  1 views today

Leave a Reply

Your email address will not be published. Required fields are marked *