March 25, 2023
11 11 11 AM
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା
ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା
ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା
ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                       
ପାନ ବଟୁଆ — ସୀମାଞ୍ଚଳ ପଣ୍ଡା               
ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା
ପଖାଳ — ସୀମାଞ୍ଚଳ ପଣ୍ଡା
ପ୍ରମାଦ — ସୀମାଞ୍ଚଳ ପଣ୍ଡା
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
Latest Post
ରାମ ନାମେ କି ରସ ଅଛି! — ସୀମାଞ୍ଚଳ ପଣ୍ଡା ମନରେ ଆସୁ ମୋ ଶୁଦ୍ଧ ଭାବନା — ସୀମାଞ୍ଚଳ ପଣ୍ଡା ସମୟ ମାଗୁଛି ସମ୍ମାନ ଟିକେ — ସୀମାଞ୍ଚଳ ପଣ୍ଡା ଏ ସନ ଫଗୁଣ ନ ହେଉ କାଳ — ସୀମାଞ୍ଚଳ ପଣ୍ଡା                        ପାନ ବଟୁଆ — ସୀମାଞ୍ଚଳ ପଣ୍ଡା                ଅପେକ୍ଷାର ଫଳ ମିଠା — ସୀମାଞ୍ଚଳ ପଣ୍ଡା ପଖାଳ — ସୀମାଞ୍ଚଳ ପଣ୍ଡା ପ୍ରମାଦ — ସୀମାଞ୍ଚଳ ପଣ୍ଡା ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ

*ପୁନଃମିଳନ–ରଶ୍ମୀବାଳା ଶତପଥୀ*

ଶୀର୍ଷକ – ପୁନଃମିଳନ

ଅଳସୀ ଆଖିରେ ସପନ ଦେଖେ
ତୁମ ପରି ଗୋଟେ ଜହ୍ନ,
ବାନ୍ଧି ପାରେ ନାହିଁ ଚାନ୍ଦିନୀ ତାକୁ
ଉଁଆସ ରାତିର ପାଦଚିହ୍ନ।

ଦୁଃଖ ଅଛି ବୋଲି ଖୁସିର ମହକ
ବେଶୀ ସିନା ବାସ୍ନାମୟ,
ବିରହରେ ସିନା ପ୍ରୀତିର ରଙ୍ଗ
ଲାଗେ ସିନା ପ୍ରେମମୟ।

ଆଙ୍କି ଚାଲେ ତାର ଦରଦୀ ଆଖିରେ
କେତେ ଯେ ଆସକ୍ତି ସପନ,
ରଜନୀ ବକ୍ଷରେ ଆଙ୍କେ ବସି
ଅଲିଭା ସ୍ୱପ୍ନର ପାଦ ଚିହ୍ନ।

ପ୍ରେମର ମାଧୁର୍ଯ୍ୟ ମାୟାରେ
ବାନ୍ଧି ଦେଇଯାଅ ମୋତେ,
ରାତ୍ରିର ନିଶବ୍ଦତାର କୋଳରେ
ଇପ୍ସିତ ଇଚ୍ଛା କେତେ ଯେ ସତେ।

ପ୍ରତୀକ୍ଷାର ଅନ୍ତ କେବେ ହୋଇ
ହେବ ଆମ ପୁନଃମିଳନ,
ଚାତକ ସଦୃଶ ଚାହିଁ ରହିଛି ମୁଁ ଯେ
କେବେ ଏକ ହେବ ଆମ ସ୍ପନ୍ଦନ।

ନାମ – ରଶ୍ମୀବାଳା ଶତପଥୀ
ସ୍ଥାନ – ଯାଜପୁର ଟାଉନ୍,ଯାଜପୁର

 1,011 total views,  1 views today

One thought on “*ପୁନଃମିଳନ–ରଶ୍ମୀବାଳା ଶତପଥୀ*

  1. ସୁନ୍ଦର ଉପସ୍ଥାପନା ପାଇଁ ଅଶେଷ ଧନ୍ୟବାଦ।

Leave a Reply

Your email address will not be published. Required fields are marked *