September 29, 2023
11 11 11 AM
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ
*ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ*
*ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା*
*”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ*
*କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର*
*”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ*
ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ
Allusion Of Amble – Manoj Kumar Panda
Allusions Of Finitely Infinite – Manoj Kumar Panda 
ALLUSIONS OF THE MESSAGES – Manoj Kumar Panda 
Allusions Of My Last Day – Manoj Kumar Panda 
ALLUSIONS OF BLOWN LIFE – Manoj Kumar Panda 
ALLUSIONS OF THE SOUL – Manoj Kumar Panda 
ALLUSIONS OF SILENCE KISSES- Manoj Kumar Panda 
Allusions of Volatility – Manoj Kumar Panda 
Allusions of hedonism – Manoj Kumar Panda
*ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ*
*ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ*
*କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ**
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ
Latest Post
ଧୈର୍ଯ୍ୟ ତଥା ଦୃଢ଼ ମନୋବଳ ସବୁ ସଫଳତାର ମୁଖ୍ୟ କାରଣ ହୋଇଥାଏ ବୋଲି ଭଉଣୀ ନିକଟକୁ ପତ୍ର – ରୁଦ୍ର ନାରାୟଣ ଦାଶ *ବୁଢାଶଙ୍ଖାରି ଏକ ଦୁଃଖଦ କାହାଣୀ- ଜୟଶ୍ରୀ ଖଟୁଆ* *ବୁଢ଼ାଶଙ୍ଖାରି ଏକ ଅଦେଖା ପ୍ରେମର ଉଛ୍ୱାସ–ଲକ୍ଷ୍ମୀପ୍ରିୟା ବେହେରା* *”ବୁଢ଼ାଶଙ୍ଖାରି” ,ଅନାବିଳ ବାତ୍ସଲ୍ୟ ପ୍ରେମର ଅନନ୍ୟ ଉଦାହରଣ- ଲିଜାରାଣୀ ପ୍ରଧାନ* *କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ “ବୁଢ଼ା ଶଙ୍ଖାରି” ରେ ସମ୍ପର୍କ ର ମୂଲ୍ୟବୋଧ-ଦୀପାଳି ମେହେର* *”ବୁଢ଼ା ଶଙ୍ଖାରି” ଏକ ଆଲୋଚନା –ସବିତା ପଟ୍ଟନାୟକ* ସୂର୍ଯ୍ୟୋଦୟ ଯୁବ ସାରସ୍ଵତ ସମାବେଶ ଆୟୋଜିତ Allusion Of Amble – Manoj Kumar Panda Allusions Of Finitely Infinite – Manoj Kumar Panda  ALLUSIONS OF THE MESSAGES – Manoj Kumar Panda  Allusions Of My Last Day – Manoj Kumar Panda  ALLUSIONS OF BLOWN LIFE – Manoj Kumar Panda  ALLUSIONS OF THE SOUL – Manoj Kumar Panda  ALLUSIONS OF SILENCE KISSES- Manoj Kumar Panda  Allusions of Volatility – Manoj Kumar Panda  Allusions of hedonism – Manoj Kumar Panda *ବୁଢ଼ା ଶଙ୍ଖାରି ଗଳ୍ପର ମାର୍ମିକ ଦୃଷ୍ଟିଭଙ୍ଗୀ–ଲକ୍ଷ୍ମୀପ୍ରିୟା ସେଠୀ* *ବୁଢାଶଙ୍ଖାରି ଗଳ୍ପରେ ଗ୍ରାମଭୂମିର ଝଲକ–ରୁଦ୍ର ନାରାୟଣ ଦାଶ* *କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ବୁଢ଼ା ଶଙ୍ଖାରି ଏକ ଭାବପ୍ରବଣତାର ଏକ ଶାଶ୍ଵତ ନିଦର୍ଶନ- ଶିବ ସେଠୀ** କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ବୁଢ଼ା ଶଙ୍ଖାରି ଏକ ଗଦ୍ୟାନୁପ୍ରାସ- ଜୀବନ ପ୍ରଦୀପ ପ୍ରଧାନ

ହସିବ ପ୍ରକୃତି ରାଣୀ – ତରୁଣ କୁମାର ମିଶ୍ର

ହସିବ ପ୍ରକୃତି ରାଣୀ

 

ଉଗ୍ର ରୂପ ଧରି ନିଦାଘ ଆସିଛି

ଅଗ୍ନି ବର୍ଷେ ଆକାଶରୁ ,

ପବନ ଲୁଚିଛି ପ୍ରକୋପରେ ତା’ର

ଦେଖି ଗୁଳଗୁଳି ଦୂରୁଁ ।

ବୃକ୍ଷଶୂନ୍ଯ ଏହି ଧରଣୀ ଲାଗଇ

ନିଆଁର ପିଣ୍ଡୁଳା ପ୍ରାୟ ,

ତଡ଼ାଗ ତଟିନୀ ହୋଇ ଜଳ ଶୂନ୍ଯ

ଲାଗେ ମରିଚୀକା ମୟ ।

ପଶୁ ପକ୍ଷୀ ଗଣ ଡହଳ ବିକଳ

ମଣିଷର ଭୁଲ ପାଇଁ ,

କେ ହୁଏ ନିଶ୍ଚିହ୍ନ କେ ପାଏ କଷଣ

ଜଳ କଷ୍ଟ ଯାଏ ନାହିଁ ।

ପରିବେଶ ଆଜି ହେଉଛି ଦୂଷିତ

ଅମ୍ଳଜାନ ଅଭାଭରୁ ,

ବୃକ୍ଷର ଶୂନ୍ଯତା ଅନୁଭୂତ ହୁଏ

ଉତ୍ତାପ ବୃଦ୍ଧି ଦୃଷ୍ଟିରୁ ।

ବୃକ୍ଷ ଲଗାଇଲେ କମିବ ଉତ୍ତାପ

ବୃଷ୍ଟିପାତ ଯିବ ବଢ଼ି ,

ଭୂତଳ ଜଳର ସ୍ତର ବୃଦ୍ଧି ହେବ

ତଡ଼ାଗ ତଟିନୀ ଭରି ।

ପ୍ରକୃତିର ଦାନ ଜଙ୍ଗଲ ପାହାଡ଼

ଝରଣା ସୁରକ୍ଷା କରି ,

ବଢ଼ାଇବା ଗଛ ନକାଟି ତାହାକୁ

ଦେବ ପ୍ରାୟ ମନେ ଧରି ।

ଶ୍ରେଷ୍ଠଜୀବ ଆଖ୍ଯା ପାଇଛନ୍ତି ଆମେ

ରଖିବା ଜଗତ ଜାଣି ,

ଆମରି ହାତରେ ଏ ଧରା ହସିବ

ହସିବ ପ୍ରକୃତି ରାଣୀ ।

 

 

ଜୟ ଶ୍ରୀଜଗନ୍ନାଥ।

ତରୁଣ କୁମାର ମିଶ୍ର।

ଖଣ୍ଡଗିରି ,ଭୁବନେଶ୍ବର ।

Loading

Leave a Reply

Your email address will not be published. Required fields are marked *