May 29, 2023
11 11 11 AM
ALLUSION OF EVOLUTION – Manoj Kumar Panda 
ALLUSION OF MASOCHISM – Manoj Kumar Panda 
ତିନି ରୂପେ ଏକ କାୟା ଜନନୀ ଭଗିନୀ ଜାୟା – ବିଜୟ କୁମାର ସ୍ବାଇଁ
ମା’ତୁମେ ମମତାର ସାଗର – ଭାସ୍କର ରାଉତ
ହସିବ ପ୍ରକୃତି ରାଣୀ – ତରୁଣ କୁମାର ମିଶ୍ର
ମହାପ୍ରଭୁ ତୁମେ – ବିଜୟ କୁମାର ସ୍ବାଇଁ
ସମୟ ବଡ଼ ବଳବାନ – ଭାସ୍କର ରାଉତ
ଶାନ୍ତି ମିଳୁ ଜୀବନେ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ
କର୍ମ ଭୂଇଁ ଏହୁ – ଅଜିତ କୁମାର ରାଉତ
ସୁନ୍ଦରେ କି ଅଛି ଲାଭ – ଅଜିତ କୁମାର ରାଉତ
ବିଚ୍ଛିନ୍ନାଞ୍ଚଳ ଓଡ଼ିଆ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ 
ଦେଖି ଲାଗେ ଖୁସି – ଶ୍ରୀଯୁକ୍ତ ଅଜିତ କୁମାର ରାଉତ
ନାହଁ ମାତୃଭାଷା ଶିକ୍ଷା – ଅଜିତ କୁମାର ରାଉତ
ଜୀବନ – ନଳିନୀ ପ୍ରଭା ମିଶ୍ର
କାହାକୁ ଚିହ୍ନିବା କେମିତି – ନଳିନୀ ପ୍ରଭା ମିଶ୍ର
ସାଧୁ ସାବଧାନ – ସୌଦାଗର ବିଶ୍ବାଳ
ପ୍ରତୀକ୍ଷାର ତୀରେ – ସୁଜାତା ଦାସ
ପ୍ରଭାତରେ ମୋ ଆଧ୍ୟାତ୍ମିକ କର୍ତ୍ତବ୍ୟ – ଶ୍ରୀ ବଂଶୀଧର ବେହେରା
ମନ ରହିଯାଏ ଲାଖି – ବ୍ରଜେଶ୍ବରୀ ସିଂହ
ପୋକରା ଡାଳ – ନିତ୍ୟାନନ୍ଦ ମହାନ୍ତି
Latest Post
ALLUSION OF EVOLUTION – Manoj Kumar Panda  ALLUSION OF MASOCHISM – Manoj Kumar Panda  ତିନି ରୂପେ ଏକ କାୟା ଜନନୀ ଭଗିନୀ ଜାୟା – ବିଜୟ କୁମାର ସ୍ବାଇଁ ମା’ତୁମେ ମମତାର ସାଗର – ଭାସ୍କର ରାଉତ ହସିବ ପ୍ରକୃତି ରାଣୀ – ତରୁଣ କୁମାର ମିଶ୍ର ମହାପ୍ରଭୁ ତୁମେ – ବିଜୟ କୁମାର ସ୍ବାଇଁ ସମୟ ବଡ଼ ବଳବାନ – ଭାସ୍କର ରାଉତ ଶାନ୍ତି ମିଳୁ ଜୀବନେ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ କର୍ମ ଭୂଇଁ ଏହୁ – ଅଜିତ କୁମାର ରାଉତ ସୁନ୍ଦରେ କି ଅଛି ଲାଭ – ଅଜିତ କୁମାର ରାଉତ ବିଚ୍ଛିନ୍ନାଞ୍ଚଳ ଓଡ଼ିଆ – ଶ୍ରୀଯୁକ୍ତ ଅଜିତ କୁମାର ରାଉତ  ଦେଖି ଲାଗେ ଖୁସି – ଶ୍ରୀଯୁକ୍ତ ଅଜିତ କୁମାର ରାଉତ ନାହଁ ମାତୃଭାଷା ଶିକ୍ଷା – ଅଜିତ କୁମାର ରାଉତ ଜୀବନ – ନଳିନୀ ପ୍ରଭା ମିଶ୍ର କାହାକୁ ଚିହ୍ନିବା କେମିତି – ନଳିନୀ ପ୍ରଭା ମିଶ୍ର ସାଧୁ ସାବଧାନ – ସୌଦାଗର ବିଶ୍ବାଳ ପ୍ରତୀକ୍ଷାର ତୀରେ – ସୁଜାତା ଦାସ ପ୍ରଭାତରେ ମୋ ଆଧ୍ୟାତ୍ମିକ କର୍ତ୍ତବ୍ୟ – ଶ୍ରୀ ବଂଶୀଧର ବେହେରା ମନ ରହିଯାଏ ଲାଖି – ବ୍ରଜେଶ୍ବରୀ ସିଂହ ପୋକରା ଡାଳ – ନିତ୍ୟାନନ୍ଦ ମହାନ୍ତି

ଯଶୋବନ୍ତ ଦାସ — ନିକୁଞ୍ଜ କୁମାର ଘୋଷ

ଯଶୋବନ୍ତ ଦାସ

 

ମାତା ପିତା ତୁମ ଧର୍ମର ପୂଜାରୀ

ତାଙ୍କ ଗୁଣେ ହେଲ ଜାତ

ଜୀବନ ଚଉତିଶା ଗାଉଥିଲ ନିତି

ଜଗନ୍ନାଥେ ହେଲ ପ୍ରୀତ ।।

 

 

ଗରୀବ ପରିବାରେ ନେଇଥିଲ ଜନ୍ମ

ଆହେ ଯଶୋବନ୍ତ ଦାସେ

ଧାନ ଚୋରିରେ ପିତାଙ୍କୁ ଦେଖି ରାଜା

ଦଣ୍ଡ ବିଧାନେ ବରଷେ ।।

 

 

ଆକୁଳେ ଜଗନ୍ନାଥ ଡାକି ଯଶୋବନ୍ତ

ପିତାଙ୍କ ଦଣ୍ଡ କୋହଳେ

ଅଙ୍ଗେ ତୁମ ଜଗନ୍ନାଥ ବିଜେ ଦେଖି ରଘୁରାମ

ତୁମ୍ଭ ଶିଷ୍ୟ ହେଲେ କାଳେ ।।

 

ନିକୁଞ୍ଜ କୁମାର ଘୋଷ

ସା-ମାଧବପୁର ପୋ-ଲକ୍ଷ୍ମଣନାଥ ଥାନା-ଜଳେଶ୍ୱର ଜିଲ୍ଲା-ବାଲେଶ୍ବର ଓଡିଶା ।

 164 total views,  1 views today

Leave a Reply

Your email address will not be published. Required fields are marked *