April 19, 2024
11 11 11 AM
ମାଆ–ମଧୁସ୍ମିତା ମିଶ୍ର
ମୁଁ ସହର ତଳିର ଝିଅ –ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ବାଇଁ
*ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର*
*ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ*
ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ
*ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ*
“ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ
ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ
ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ
*’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ*
“ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ
ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ
Allusions Of Longing–Manoj Kumar Panda
ALLUSIONS OF PELLUCID–Manoj Kumar Panda
Allusions Of God’s Legacy–Manoj Kumar Panda
ALLUSIONS OF MY ROUTE –Manoj Kumar Panda
ALLUSIONS OF MY CLOSED EYES–Manoj Kumar Panda
ALLUSIONS OF TEARDROPS-Manoj Kumar Panda
ALLUSIONS OF FORTUNE–Manoj Kumar Panda
Our Volunteers For Suryodaya Shanti Soumitri Sammilani -2023
Latest Post
ମାଆ–ମଧୁସ୍ମିତା ମିଶ୍ର ମୁଁ ସହର ତଳିର ଝିଅ –ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ବାଇଁ *ମାନବିକତା ବନାମ ସ୍ୱାର୍ଥପରତା –ରିଙ୍କୁ ମେହେର* *ସହର ସୁନ୍ଦରୀ କ’ଣ ଗାଁ ର ମହକ ବୁଝି ପାରିବ–ଟିଲି ମଲ୍ଲିକ* ବାପାମାଆ ମାନେ ଏବେ କୁଆଡେ ଭାରି ଅଦରକାରୀ–ବାଦଲ ପଲେଇ *ଗାଁ ର ପାଣି ପବନ, ଉଚ୍ଚ ଶିକ୍ଷିତ ବ୍ୟକ୍ତିଙ୍କ ଲାଗି ଲାଞ୍ଛନା-ସୋନାଲି ନାୟକ* “ଉଷ୍ଣ ଅପରାହ୍ନ” ଆଜିର ସମାଜକୁ ଏକ ଶକ୍ତ ଚାବୁକ- ଝୁନୁ ଦାସ ଆଧୁନିକତାର ଅନ୍ଧ ପୁଟୁଳି-ପୂଜାରାଣୀ ଦାସ ସମୟର ମୂଲ୍ୟ ମାନବର ମାନବିକତା ଓ କର୍ତ୍ତବ୍ୟ -ଅରୁଣ ଡାକୁଆ *’ମୃତ୍ୟୁ ସର୍ବଗ୍ରାସୀ’ ଏକ ସ୍ୱତନ୍ତ୍ର ଉପସ୍ଥାପନା- ଶାଶ୍ଵତୀ ନନ୍ଦ* “ଉଷ୍ଣ ଅପରାହ୍ନ” ଏକ ଆକଳନ- ତୃପ୍ତିମୟୀ ରାଉଳ ସମ୍ପର୍କର ମାନେ(ଆଲେଖ୍ୟ ରଚନା)- ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ Allusions Of Longing–Manoj Kumar Panda ALLUSIONS OF PELLUCID–Manoj Kumar Panda Allusions Of God’s Legacy–Manoj Kumar Panda ALLUSIONS OF MY ROUTE –Manoj Kumar Panda ALLUSIONS OF MY CLOSED EYES–Manoj Kumar Panda ALLUSIONS OF TEARDROPS-Manoj Kumar Panda ALLUSIONS OF FORTUNE–Manoj Kumar Panda Our Volunteers For Suryodaya Shanti Soumitri Sammilani -2023

କାକର ବିନ୍ଦୁ —ରଂଜିତା ପତି

💦::::: ..କାକର ବିନ୍ଦୁ…. :::::💦

ମଖମଲି ଘାସ ଗାଲିଚା ରେ

କିଏ ତୁମେ …?

ଟୁପ୍ ଟୁପ୍ ଚାଲି ଆସ ସବୁଜ ଶାଗୁଆ

ପତରେ…..ମୁକ୍ତା ବିନ୍ଦୁସାଜି……!

ପ୍ରକମ୍ପିତ…. ନାଲିଓଠ…ଗୋଲାପ ର

ଆର୍ଦ୍ର ସ୍ପର୍ଶ……ବାଜି…!

ରାତ୍ରୀ ର ପ୍ରଥମ ପ୍ରହରେ ଅବା

ଆସ ତୁମେ ନିଶାର୍ଦ୍ଧରେ…?

ଭିଜାଇ ଦିଅ ଏ ଆକାଶ, ଧରିତ୍ରୀ

ନିବିଡ ଆଲିଙ୍ଗନ ରେ…..!

ସୁପ୍ତ ଧରା ହୁଏ ରୋମାଞ୍ଚିତ

ହେମାଳ….ସ୍ପର୍ଶରେ….

ଶିହରିତ ତନୁ ମନ ଅଜଣା

କେଉଁ ଆକର୍ଷଣ ରେ……

……. କିଏ ତୁମେ…..?

କାକର ବିନ୍ଦୁ….ନା….. ଅମୃତ ବିନ୍ଦୁ….

ଅବତରି ଅଛ….ସତେ….

ପୂର୍ଣଗର୍ଭା କରି ଏଇ ଶୂନ୍ୟ ଧରା କୁ …..!

ଜଗନ୍ନାଥ ପ୍ରସାଦ

ଗଂଜାମ

 

//////********######*******/////

Loading

16 thoughts on “କାକର ବିନ୍ଦୁ —ରଂଜିତା ପତି

  1. But a smiling visitant here to share the love (:, btw outstanding layout. “Everything should be made as simple as possible, but not one bit simpler.” by Albert Einstein.

  2. Hello would you mind letting me know which web host you’re utilizing?
    I’ve loaded your blog in 3 completely different web browsers and I must say this
    blog loads a lot faster then most. Can you suggest a
    good hosting provider at a fair price? Thanks a lot, I appreciate
    it!

  3. My name’s Eric and I just found your site slfpoets.com.

    It’s got a lot going for it, but here’s an idea to make it even MORE effective.

    Talk With Web Visitor – CLICK HERE http://www.talkwithcustomer.com for a live demo now.

    Talk With Web Visitor is a software widget that’s works on your site, ready to capture any visitor’s Name, Email address and Phone Number. It signals you the moment they let you know they’re interested – so that you can talk to that lead while they’re literally looking over your site.

    And once you’ve captured their phone number, with our new SMS Text With Lead feature, you can automatically start a text (SMS) conversation… and if they don’t take you up on your offer then, you can follow up with text messages for new offers, content links, even just “how you doing?” notes to build a relationship.

    CLICK HERE http://www.talkwithcustomer.com to discover what Talk With Web Visitor can do for your business.

    The difference between contacting someone within 5 minutes versus a half-hour means you could be converting up to 100X more leads today!

    Eric
    PS: Studies show that 70% of a site’s visitors disappear and are gone forever after just a moment. Don’t keep losing them.
    Talk With Web Visitor offers a FREE 14 days trial – and it even includes International Long Distance Calling.
    You have customers waiting to talk with you right now… don’t keep them waiting.
    CLICK HERE http://www.talkwithcustomer.com to try Talk With Web Visitor now.

    If you’d like to unsubscribe click here http://talkwithcustomer.com/unsubscribe.aspx?d=slfpoets.com

Leave a Reply

Your email address will not be published. Required fields are marked *