March 21, 2023
11 11 11 AM
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ
ନିଵେଦନ – ଅଶୋକ କୁମାର ପତି
ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ
ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ
ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା
ମୋ ଜୀବନ – ହେମନ୍ତ କୁମାର ସାହୁ ‌
ଶୀତ – ଶ୍ରୀମତୀ କୃଷ୍ଣା ଦାସ
ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ
ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ
ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ
ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ
କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ
ଦୁହିତା – ସୀମାଞ୍ଚଳ ପଣ୍ଡା
ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ
ବିଶ୍ବ ମହିଳା ଦିବସ – ଭାସ୍କର ରାଉତ
ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ
କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ
ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ
ନର ରାକ୍ଷାସ-ମମତା ବାରିକ୍
ମରୀଚିକା – ମଧୁସ୍ମିତା ରାଉତ
Latest Post
ଦୟାର ସାଗର – ଡଃ ପ୍ରିୟମ୍ବଦା ସାମଲ ନିଵେଦନ – ଅଶୋକ କୁମାର ପତି ଯିବା ମୋ’ ଉତ୍କଳ ଖାଇବା ପଖାଳ- ଜାନକୀ ମହାନ୍ତ ଯିବା ଉତ୍କଳ ଖାଇବା ପଖାଳ – ଡଃ ପ୍ରିୟମ୍ବଦା ସାମଲ ପଚାଶ୍‌ ବଛର୍‌ ଆଗର୍‌ ମୋର ବହୂ ତାଁକର୍‌ ଆଉର୍‌ ମୋର୍‌ ମାଏନ୍‌ – ସୁଧୀର୍‌ ପଂଡା ମୋ ଜୀବନ – ହେମନ୍ତ କୁମାର ସାହୁ ‌ ଶୀତ – ଶ୍ରୀମତୀ କୃଷ୍ଣା ଦାସ ଖାସ ତୁମପାଇଁ – ଶ୍ରୀମତୀ କୃଷ୍ଣା ଦାସ ନିବିଡ଼ତା – ଶ୍ରୀମତୀ କୃଷ୍ଣା ଦାସ ହେ ଜୀବନ – ଶ୍ରୀମତୀ କୃଷ୍ଣା ଦାସ ମୁଁ ଭାବିଥିଲି – ଶ୍ରୀମତୀ କୃଷ୍ଣା ଦାସ କଥା ଦିଅ ସାଥି କେବେ ଛାଡ଼ିବନି ହାତ – ଭାସ୍କର ରାଉତ ଦୁହିତା – ସୀମାଞ୍ଚଳ ପଣ୍ଡା ହେ ଈଶ୍ବର – ଡଃ ପ୍ରିୟମ୍ବଦା ସାମଲ ବିଶ୍ବ ମହିଳା ଦିବସ – ଭାସ୍କର ରାଉତ ଆସ ପାଳିବା ମହିଳା ଦିବସ – ଡଃ ପ୍ରିୟମ୍ବଦା ସାମଲ କିଏ ଶୁଣିବ-ଜୀବନ ପ୍ରଦୀପ ପ୍ରଧାନ ଅତ୍ୟାଚାରୀ ମଣିଷ-ପଦ୍ମାବତୀ ସ୍ୱାଇଁ ନର ରାକ୍ଷାସ-ମମତା ବାରିକ୍ ମରୀଚିକା – ମଧୁସ୍ମିତା ରାଉତ

କାକର ବିନ୍ଦୁ —ରଂଜିତା ପତି

💦::::: ..କାକର ବିନ୍ଦୁ…. :::::💦

ମଖମଲି ଘାସ ଗାଲିଚା ରେ

କିଏ ତୁମେ …?

ଟୁପ୍ ଟୁପ୍ ଚାଲି ଆସ ସବୁଜ ଶାଗୁଆ

ପତରେ…..ମୁକ୍ତା ବିନ୍ଦୁସାଜି……!

ପ୍ରକମ୍ପିତ…. ନାଲିଓଠ…ଗୋଲାପ ର

ଆର୍ଦ୍ର ସ୍ପର୍ଶ……ବାଜି…!

ରାତ୍ରୀ ର ପ୍ରଥମ ପ୍ରହରେ ଅବା

ଆସ ତୁମେ ନିଶାର୍ଦ୍ଧରେ…?

ଭିଜାଇ ଦିଅ ଏ ଆକାଶ, ଧରିତ୍ରୀ

ନିବିଡ ଆଲିଙ୍ଗନ ରେ…..!

ସୁପ୍ତ ଧରା ହୁଏ ରୋମାଞ୍ଚିତ

ହେମାଳ….ସ୍ପର୍ଶରେ….

ଶିହରିତ ତନୁ ମନ ଅଜଣା

କେଉଁ ଆକର୍ଷଣ ରେ……

……. କିଏ ତୁମେ…..?

କାକର ବିନ୍ଦୁ….ନା….. ଅମୃତ ବିନ୍ଦୁ….

ଅବତରି ଅଛ….ସତେ….

ପୂର୍ଣଗର୍ଭା କରି ଏଇ ଶୂନ୍ୟ ଧରା କୁ …..!

ଜଗନ୍ନାଥ ପ୍ରସାଦ

ଗଂଜାମ

 

//////********######*******/////

 6,665 total views,  1 views today

16 thoughts on “କାକର ବିନ୍ଦୁ —ରଂଜିତା ପତି

  1. But a smiling visitant here to share the love (:, btw outstanding layout. “Everything should be made as simple as possible, but not one bit simpler.” by Albert Einstein.

  2. Hello would you mind letting me know which web host you’re utilizing?
    I’ve loaded your blog in 3 completely different web browsers and I must say this
    blog loads a lot faster then most. Can you suggest a
    good hosting provider at a fair price? Thanks a lot, I appreciate
    it!

  3. My name’s Eric and I just found your site slfpoets.com.

    It’s got a lot going for it, but here’s an idea to make it even MORE effective.

    Talk With Web Visitor – CLICK HERE http://www.talkwithcustomer.com for a live demo now.

    Talk With Web Visitor is a software widget that’s works on your site, ready to capture any visitor’s Name, Email address and Phone Number. It signals you the moment they let you know they’re interested – so that you can talk to that lead while they’re literally looking over your site.

    And once you’ve captured their phone number, with our new SMS Text With Lead feature, you can automatically start a text (SMS) conversation… and if they don’t take you up on your offer then, you can follow up with text messages for new offers, content links, even just “how you doing?” notes to build a relationship.

    CLICK HERE http://www.talkwithcustomer.com to discover what Talk With Web Visitor can do for your business.

    The difference between contacting someone within 5 minutes versus a half-hour means you could be converting up to 100X more leads today!

    Eric
    PS: Studies show that 70% of a site’s visitors disappear and are gone forever after just a moment. Don’t keep losing them.
    Talk With Web Visitor offers a FREE 14 days trial – and it even includes International Long Distance Calling.
    You have customers waiting to talk with you right now… don’t keep them waiting.
    CLICK HERE http://www.talkwithcustomer.com to try Talk With Web Visitor now.

    If you’d like to unsubscribe click here http://talkwithcustomer.com/unsubscribe.aspx?d=slfpoets.com

Leave a Reply

Your email address will not be published. Required fields are marked *